www.samajalive.in
Monday, December 15, 2025
27.1 C
Bhubaneswar

ଭାରତ-ପାକିସ୍ତାନ ସୀମାରେ ବଙ୍କର ପ୍ରସ୍ତୁତ, ସାଧାରଣ ଲୋକଙ୍କୁ ଦେବ ସୁରକ୍ଷା

ନୂଆଦିଲ୍ଲୀ: ପୁଞ୍ଚ ଭାରତ-ପାକିସ୍ତାନ ମଧ୍ୟରେ ଥିବା ବାସ୍ତବ ନିୟନ୍ତ୍ରଣ ରେଖା(ଏଲଓସି)ରେ ଥିବା ଗାଁରେ ବଙ୍କର ପ୍ରସ୍ତୁତ କରାଯାଇଛି। ପ୍ରତିକୂଳ ପରିସ୍ଥିତିରେ ରହିବାର ବ୍ୟବସ୍ଥା ଚାଲିଛି। ଏଲଓସିରେ ଗୁଳିଗୋଳା ଗର୍ଜନ ନେଇ ଆଗୁଆ ପ୍ରସ୍ତୁତି ହେଉଛି। ପହଲଗାମ୍‌‌ରେ ପର୍ଯ୍ୟଟକମାନଙ୍କ ଉପରେ ଆତଙ୍କବାଦୀଙ୍କ ଆକ୍ରମଣା ପରଠୁ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଏହି ବଙ୍କର ଆକ୍ରମଣ ପାଇଁ ନୁହେଁ, କିନ୍ତୁ ଏହା ସାଧାରଣ ଲୋକଙ୍କୁ ସୁରକ୍ଷା ଦେବା ପାଇଁ ପ୍ରସ୍ତୁତ ରହିବ ବୋଲି ସୂଚନା ମିଳିଛି।

Hot this week

ବିଶିଷ୍ଟ ଦନ୍ତ ଚିକିତ୍ସକ ପ୍ରୋଫେସର ଡକ୍ଟର ସୁଶାନ୍ତ ମହାନ୍ତି ISPPD ଅଧ୍ୟକ୍ଷ ଭାବେ ନିର୍ବାଚିତ

ଭୁବନେଶ୍ୱର: ଇଣ୍ଡିଆନ୍‌ ସୋସାଇଟି ଅଫ୍‌ ପେଡୋଡଣ୍ଟିକ୍ସ ଏଣ୍ଡ ପ୍ରିଭେନ୍ଟିଭ୍‌ ଡେଣ୍ଟିଷ୍ଟ୍ରି (ISPPD)...

ମଣ୍ଡେଇ ସାଂସ୍କୃତିକ ମଞ୍ଚରେ ବାଘ-ଛେଳି ଛକାପଞ୍ଝା

ନବରଙ୍ଗପୁର: ସାଂସ୍କୃତିକ ମଞ୍ଚ ପାଲଟିଲା ରାଜନୈତିକ ମଞ୍ଚ । ଲକ୍ଷାଧିକ ଦର୍ଶକ...

ମୁଖ୍ୟ ସୂଚନା ଆୟୁକ୍ତ ଭାବେ ଶପଥ ନେଲେ ରାଜ କୁମାର ଗୋୟଲ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ ଭାରତୀୟ ପ୍ରଶାସନିକ ଅଧିକାରୀ ରାଜ...

ମଙ୍ଗଳ ଗୋଚର: ୩ରାଶିରେ ଅର୍ଥ ବର୍ଷା, ବିଳାସପୂର୍ଣ୍ଣ ଜୀବନ ମିଳିବ

ଜ୍ୟୋତିଷ ଶାସ୍ତ୍ରରେ ମଙ୍ଗଳ ଗ୍ରହକୁ ସାହସ, ଶକ୍ତି, ଦକ୍ଷତା, କ୍ରୋଧ, ଉତ୍ସାହ,...

ଆୟୁର୍ବେଦିକ ଏବଂ ହୋମିଓପାଥିକ୍ ପିଜି ଷ୍ଟାଇପେଣ୍ଡ୍‌ ବୃଦ୍ଧି

ଭୁବନେଶ୍ୱର: ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ...

Related Articles

Popular Categories