www.samajalive.in
Monday, December 8, 2025
20.1 C
Bhubaneswar

ଦୁଇ ଲୁଟେରା ଥାନାରେ ଅଟକ

ନର୍ଲା: ନର୍ଲା ଥାନା ଅନ୍ତର୍ଗତ ଉଲିଶିର୍କା ଗ୍ରାମ ନିକଟସ୍ଥ ମାଝୀ ଛକରେ ସାଗରା ମ୍ୟାନେଜମେଣ୍ଟ ପ୍ରାଇଭେଟ୍ ଲିମିଟେଡ଼ର ଏଜେଣ୍ଟ ଗ୍ରୁପ୍ କଲେକ୍ସନ କରିଥିବା ପାଖାପାଖି ୮୦ ହଜାରରୁ ଉର୍ଦ୍ଧ୍ବ ଟଙ୍କା ବ୍ୟାଗରେ ନେଇ  ଆସୁଥିବା ସମୟରେ ତିନି ଜଣ ଦୁର୍ବୃତ୍ତ ଏକ ନମ୍ବର ବିହୀନ ବାଇକରେ ଆସି ଅତର୍କିତ ଆକ୍ରମଣ କରିଥିଲେ । ଉକ୍ତ ଏଜେଣ୍ଟଙ୍କ ଠାରୁ ଟଙ୍କା ବ୍ୟାଗ୍ ଓ ମୋବାଇଲ ଛଡ଼ାଇ ବେଇ ପଳାଇ ଯାଉଥିବା ସମୟରେ ଏଜେଣ୍ଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଦୁଇ ଜଣ ଦୁର୍ବୃତ୍ତ ଚୋରଙ୍କୁ ଗ୍ରାମବାସୀ କାବୁ କରି ନର୍ଲା ପୁଲିସକୁ ହସ୍ତାନ୍ତର କରିଥିଲେ ।
ଅନ୍ୟ ଜଣେ ଚୋର ଟଙ୍କା ବ୍ୟାଗ୍ ଓ ମୋବାଇଲ ନେଇ ଫେରାଇ ହେବାରେ ସକ୍ଷମ ହୋଇଥିଲା । ନର୍ଲା ପୁଲିସ ଦୁଇ ଚୋରକୁ ନର୍ଲା ଥାନାରେ ଅଟକ ରଖି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି। ଏହି ସମୟରେ ଏଜେଣ୍ଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁଁ ଦୁଇ ଜଣ ଦୁର୍ବୃତ୍ତ ଚୋରଙ୍କୁ ଗ୍ରାମବାସୀ କାବୁ କରି ନର୍ଲା ପୁଲିସକୁ ହସ୍ତାନ୍ତର କରିଥିଲେ । ଅନ୍ୟ ଜଣେ ଚୋର ଟଙ୍କା ବ୍ୟାଗ୍ ଓ ମୋବାଇଲ ନେଇ ଫେରାଇ ହେବାରେ ସକ୍ଷମ ହୋଇଥିଲା। ନର୍ଲା ପୁଲିସ ଦୁଇ ଚୋରକୁ ଥାନାରେ ଅଟକ ରଖି ଅଧିକ ତଦନ୍ତ କରୁଥିବା ଜଣାପଡ଼ିଛି।

Hot this week

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

Related Articles

Popular Categories