www.samajalive.in
Saturday, December 6, 2025
26.1 C
Bhubaneswar

ଅଟଳବିହାରୀ ବାଜପେୟୀ ସ୍ମୃତି ସମିତି ପକ୍ଷରୁ ଜିଲ୍ଲାପାଳଙ୍କୁ ସ୍ମୃତି ସ୍ମାରକ ପ୍ରଦାନ

ବୁର୍ଲା : ସମ୍ବଲପୁରର ଜିଲ୍ଲାପାଳ ସିଦ୍ଧେଶ୍ୱର ବଳିରାମ ବନ୍ଦରଙ୍କୁ ତାଙ୍କର କାର୍ଯ୍ୟାଳୟରେ ସାକ୍ଷାତ କରି ଅଟଳବିହାରୀ ବାଜପେୟୀ ସ୍ମୃତି ସମିତିର ଅଧ୍ୟକ୍ଷ ପ୍ୟାରୀମୋହନ ପୁଜାହାରୀ, ସଂଗଠନ ସମ୍ପାଦକ ତରଣୀସେନ ଚାନ୍ଦ ଓ ଆଇନଜୀବୀ ପ୍ରସନ୍ନ କୁମାର ସାହୁ ଅଟଳବିହାରୀ ସ୍ମୃତି ସ୍ମାରକ ପ୍ରଦାନ କରିବା ସହ ଉତ୍ତରୀୟ ପ୍ରଦାନ କରିଥିଲେ। ଏହି ସାକ୍ଷାତକାର ସମୟରେ ବୁର୍ଲା ସହରରେ ଅତ୍ୟାଧୁନିକ ବସଷ୍ଟାଣ୍ଡ ନିର୍ମାଣ ସମେତ ଏକ ଅତ୍ୟାଧୁନିକ ଟାଉନ ହଲ ନିର୍ମାଣ ନିମନ୍ତେ ତୁରନ୍ତ ପଦକ୍ଷେପ ନେବାକୁ ଅନୁରୋଧ କରିଥିଲେ। ଏହି କାର୍ଯ୍ୟ ସମ୍ବନ୍ଧରେ ଜିଲ୍ଲାପାଳ ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିବା ପାଇଁ ପ୍ରତିଶ୍ରୁତି ଦେଇଥିଲେ।

ମକର ସଂକ୍ରାନ୍ତିରେ ରାଶି ଅନୁଯାୟୀ ଏସବୁ କରନ୍ତୁ ଦାନ, ସୂର୍ଯ୍ୟ କରିବେ ଭାଗ୍ୟଶାଳୀ, ମିଳିବ ସୁଖମୟ ଜୀବନ, ଧନ, ରହିବେ ନିରୋଗ..

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories