www.samajalive.in
Saturday, December 6, 2025
15.1 C
Bhubaneswar

ଯାତ୍ରବାହୀ ବସ ଓଲଟି ୨ ମୃତ, ୧୫ ଆହତ

କଟକ : କଟକ ଉପକଣ୍ଠ ଚୌଦ୍ୱାର କଜଳକଣା ନିକଟରେ ଏକ ଯାତ୍ରୀବାହୀ ବସ ଓଲଟି ପଡିଛି। କଟକ ଅନୁଗୁଳରୁ ଆସୁଥିବା ଏହି ବସ ଓଲଟି ପଡିବାରୁ ଜଣେ ଯାତ୍ରୀଙ୍କର ମୃତ୍ୟୁ ହୋଇଥିବାବେଳେ ଦୁଇ ଜଣ ଆହତ ହୋଇଛନ୍ତି। ବସ ଭିତରେ ବହୁ ଯାତ୍ରୀ ଫସି ରହିଛନ୍ତି। ପୁଲିସ, ଅଗ୍ନିଶମ ଓ ସ୍ଥାନୀୟ ଲୋକଙ୍କ ସହାୟତାରେ ଫସିଥିବା ଯାତ୍ରୀ ମାନଙ୍କୁ ଉଦ୍ଧାର କରାଯାଉଛି। ଆହତ ଯାତ୍ରୀମାନଙ୍କୁ କଟକ ବଡ ମେଡିକାଲରେ ଭର୍ତ୍ତି କରାଯାଇଛି। ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ କରାଯାଉଥିବାରୁ ବସଟି ନିୟନ୍ତ୍ରଣ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିବା ଜଣାପଡିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories