www.samajalive.in
Saturday, December 6, 2025
26.1 C
Bhubaneswar

ଓଲଟିଲା ବସ୍: ଜଣେ ମୃତ, ୩୦ ଆହତ

ଦଶପଲ୍ଲା : ଏକ ଯାତ୍ରୀବାହୀ ବସ୍ ଗଛକୁ ଧକ୍କା ଦେଇ ରାସ୍ତା କଡକୁ ଓଲଟି ପଡିବା ଫଳରେ ଚାଳକଙ୍କ ମୃତ୍ୟୁ ହେବା ସହ ୩୦ରୁ ଅଧିକ ଆହତ ହୋଇଛନ୍ତି । ଜୟ ମା’ ତାରିଣୀ ବସ୍ ରାଇକିଆରୁ ଭୁବନେଶ୍ବର ଆସିବା ସମୟରେ ନୂଆ ଗାଁ ଥାନା ସୋରଡା ଛକରେ ଏହି ଦୁର୍ଘଟଣା ଘଟିଛି । ଆହତଙ୍କ ମଧ୍ୟରେ କିଛି ଗୁରୁତର ଅଛନ୍ତି । ସମସ୍ତଙ୍କୁ ଉଦ୍ଧାର କରି ସ୍ଥାନୀୟ ଲୋକେ ହସ୍ପିଟାଲ ପଠାଇଛନ୍ତି । ପରେ ପରେ ନୂଆ ଗାଁ ପୁଲିସ, ନୟାଗଡ ପୁଲିସ ଓ ଦମକଳ ବାହିନୀ ଘଟଣାସ୍ଥଳରେ ପହଞ୍ଚିଛନ୍ତି । କିଛି ଲୋକ ବସ୍ ତଳେ ଚାପି ହୋଇଥିବା ଅନୁମାନ କରାଯାଉଛି ।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories