ଆନ୍ଧ୍ରପ୍ରଦେଶ: ଡିଭାଇଡରରେ ବସ୍ ପିଟିହେବା ଯୋଗୁଁ ୪ ଜଣଙ୍କ ମୃତ୍ୟୁ ହେବା ସହ ୨୨ ଜଣ ଆହତ ହୋଇଛନ୍ତି । ଏକ ଘରୋଇ ଯାତ୍ରୀବାହୀ ବସ୍ ଚିତୋରରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା । ଏଥିରେ ୪ ଜଣଙ୍କ ମୃତ୍ୟୁ ହୋଇଛି । ୨୨ ଆହତଙ୍କୁ ଚିତୋର ଜିଲା ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।
Popular Categories

Hot this week

‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!