www.samajalive.in
Saturday, December 6, 2025
15.1 C
Bhubaneswar

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଟ୍ରକକୁ ଧକ୍କାଦେଲା ବସ୍ ୧୪ ମୃତ,୩୫ ଆହତ

ଫରିଦାବାଦ: ବୁଧବାର ବିଳମ୍ବିତ ରାତିରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।ଏହି ଦୁର୍ଘଟଣାରେ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି। ସୂଚନା ଅନୁସାରେ ବୁଧବାର ବିଳମ୍ବିତ ରାତିରେ ଆଗ୍ରା-ଲକ୍ଷ୍ନୌ ଏକ୍ସପ୍ରେସ୍ ୱେରେ ଏକ ଟ୍ରକକୁ ଧକ୍କା ଦେଇଛି ଏକ ଯାତ୍ରୀବାହୀ ସିଲ୍ପର ବସ୍ । ଦୁର୍ଘଟଣାର ପରେ ଖବର ପାଇ ପୁଲିସ ଏବଂ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ସ୍ଥାନୀୟ ମେଡିକାଲରେ ଭର୍ତ୍ତି କରିଥିଲେ। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଏଥିରେ ପ୍ରାୟ ୧୪ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପ୍ରାୟ ୩୫ ଜଣ ଆହତ ହୋଇଛନ୍ତି। ବସଟିରେ ପ୍ରାୟ ୯୦ ଜଣ ଲୋକ ଯାତ୍ରା କରୁଥିବା ସୁଚନା ମିଳିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories