www.samajalive.in
Monday, December 8, 2025
13.1 C
Bhubaneswar

ଓଲଟିଲା ଯାତ୍ରୀବାହୀ ବସ୍, ୩ ମୃତ

ଭୁବନେଶ୍ବର : ଓଡିଶାରୁ ପଶ୍ଚିମବଙ୍ଗ ଯାଉଥିବା ସମୟରେ ଓଭରବ୍ରିଜରୁ ଖସିଲା ଯାତ୍ରୀବାହୀ ବସ୍ । ସୋମବାର ସନ୍ଧ୍ୟାରେ ଏକ ଯାତ୍ରୀବାହୀ ବସ ପଶ୍ଚିମବଙ୍ଗ ଯାଉଥିବା ସମୟରେ ଜାତୀୟ ରାଜପଥ ୧୬ର କୁଆଖିଆ ଛକ ନିକଟରେ ଓଭରବ୍ରିଜରୁ ତଳକୁ ଖସିପଡିଥିଲା । ଏହି ସମୟରେ ବସରେ ୫୦-୬୦ରୁ ଅଧିକ ଯାତ୍ରୀ ଥିଲେ । ଦୁର୍ଘଟଣାରେ  ୩ ଜଣଙ୍କ ମୃତ୍ୟୁ ହେବା ସହ ଅନେକ ଯାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । ଘଟଣାସ୍ଥଳରେ ସ୍ଥାନୀୟଲୋକେ ଏବଂ ଧର୍ମଶାଳା ଓ କୁଆଖିଆ ଥାନା ପୁଲିସ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଛନ୍ତି । ସମସ୍ତଙ୍କୁ ଧର୍ମଶାଳା ହସ୍ପିଟାଲକୁ ସ୍ଥାନାନ୍ତର କରାଯାଉଛି ।

ଉଠା ଦୋକାନୀଙ୍କ କବଜାରେ ଗୋପାଳପୁର ବେଳାଭୂମି

Hot this week

ଜାଡ଼ରେ ଥରୁଛି ଓଡ଼ିଶା: ଘୁ.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା

ଭୁବନେଶ୍ବର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁ ରାଜ୍ୟ ମଧ୍ୟକୁ ପ୍ରବାହ କରୁଛି।...

ଇଣ୍ଡିଗୋରେ ଅଚଳାବସ୍ଥା ଜାରି; ପୁଣି ୬୫୦ ବିମାନ ବାତିଲ

ନୂଆଦିଲ୍ଲୀ: ଦେଶର ସର୍ବବୃହତ ଘରୋଇ ଏୟାରଲାଇନ୍ସ କମ୍ପାନୀ ଇଣ୍ଡିଗୋରେ କ୍ରମାଗତ ୬ଷ୍ଠ...

ଆଖି ବୁଜିଲେ ପୀଡିତା ଛାତ୍ରୀ

ସମାଜ ଡିଜିଟାଲ ଡେସ୍କ: ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର...

ଟି-୨୦ ବିଶ୍ବ କପ ଜର୍ସି ଉନ୍ମୋଚନ

ରାୟପୁର: ଭାରତୀୟ କ୍ରିକେଟ୍‌‌ ଦଳର ଅଫିସିଆଲ୍‌‌ କିଟ୍‌‌ ପ୍ରାୟୋଜକ ଆଡିଡାସ୍‌‌ ବିସିସିଆଇ...

ସୋମବାର ରାଶିଫଳ: ଆଜି ଏହି ରାଶିରେ ଋଣ ପରିଶୋଧ ହେବ

ମେଷ: ମନ ପ୍ରଫୁଲ୍ଲ ରହିବ। ଦେବଦର୍ଶନରେ ସମସ୍ତ କଳ୍ମଷ ଦୂର ହେବ।...

Related Articles

Popular Categories