www.samajalive.in
Monday, December 15, 2025
15.1 C
Bhubaneswar

ପୋଲ ତଳକୁ ଖସିଲା ବସ୍: ଜଣେ ମୃତ, ୩୦ ଆହତ

ରଣପୁର: ପୋଲ ତଳକୁ ବସ୍ ଖସି ଜଣଙ୍କ ମୃତ୍ୟୁହେବା ସହ ୩୦ ଜଣ ଆହତ ହୋଇଛନ୍ତି । ରଣପୁର ଖଣ୍ଡିସି ଛକ ନିକଟରେ ଭାରସାମ୍ୟ ହରାଇ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇ ପୋଲ ତଳକୁ ଖସିପଡିଛି । ଗୁଣ୍ଠୁଣୀ ଗାଁରୁ ପ୍ରାୟ ୪୦ ଜଣ କାଳିଜାଇ ଦର୍ଶନ କରିବାକୁ ଯାଉଥିବାବେଳେ ଏହି ଦୁର୍ଘଟଣା ଘଟିଛି । ସମସ୍ତ ଆହତଙ୍କୁ ରଣପୁର ଓ ଗୁରୁତରଙ୍କୁ ଭୁବନେଶ୍ବର ସ୍ଥାନାନ୍ତର କରାଯାଇଛି ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories