www.samajalive.in
Sunday, December 14, 2025
17.1 C
Bhubaneswar

ଓଲଟିଲା ବସ୍, ୨୦ ଆହତ

ନୀଳଗିରି : ଯାତ୍ରୀବାହୀ ବସ୍ ଓଲଟି ୨୦ରୁ ଅଧିକ ଆହତ ହୋଇଛନ୍ତି । ବାଲେଶ୍ବରରୁ ଉଦଳା ଯିବାବେଳେ ଭାଲୁକାଶୁଣି ନିକଟରେ ବସଟି ଓଲଟି ପଡିବା ଫଳରେ ଦୁର୍ଘଟଣା ଘଟିଛି । ସୂଚନା ଅନୁସାରେ ଏକ ଟ୍ରକ୍‌କୁ ସାଇଡ୍‌ ଦେବାକୁ ଯାଇ ରାସ୍ତାକଡ଼କୁ ବସଟି ଓଲଟି ପଡିଥିଲା । ଏଥିରେ ୨୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି । ସମସ୍ତଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ନିକଟସ୍ଥ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ଆଗାମୀ କାର୍ଯ୍ୟାନୁଷ୍ଠାନ ଜାରି ରଖିଛି ।

Hot this week

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

Related Articles

Popular Categories