www.samajalive.in
Friday, December 5, 2025
27.1 C
Bhubaneswar

ଘାଟିରେ ଜଳିଗଲା ବସ୍‌: ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ରାୟଗଡା: ଘାଟିରେ ଜଳିଗଲା ଓଏସଆରଟିସି ବସ୍‌, ବଡ ବିପଦରୁ ଅଳ୍ପକେ ବର୍ତ୍ତିଲେ ଯାତ୍ରୀ । ବସଟି ବିଶାଖାପାଟଣାରୁ ଜୟପୁରକୁ ଆସୁଥିବା ବେଳେ ଆନ୍ଧ୍ରର ସାଲୁର ଘାଟିରେ ହଠାତ ବସରେ ନିଆଁ ଲାଗି ଯାଇଥିଲା । ଯାତ୍ରୀଙ୍କ ଉପସ୍ଥିତ ବୃଦ୍ଧି ଯୋଗୁ ସମସ୍ତେ ସୁରକ୍ଷିତ ରହିଛନ୍ତି । କେବେ କିଛି ଯାତ୍ରୀଙ୍କ ଆସବାପତ୍ର ଜଳି ନଷ୍ଟ ହୋଇଛି ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories