www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟରେ କମିଲା ବସ୍ ଭଡ଼ା : କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ

ଭୁବନେଶ୍ୱର : ରାଜ୍ୟରେ ବସ୍ ଭଡ଼ା ହ୍ରାସ ପାଇଛି। କିଲୋମିଟର ପିଛା ୧ରୁ ୨ ପଇସା ହ୍ରାସ ପାଇଥିବା ଜଣାପଡ଼ିଛି। ସାଧାରଣ ବସ୍ ଭଡ଼ା ଦର ପୂର୍ବରୁ କିଲୋମିଟର ପିଛା ୬୯ ପଇସା ଥିବା ବେଳେ ଏବେ ଏହା ହ୍ରାସ ପାଇ ୬୮ ପଇସା ହୋଇଛି। ସେହିଭଳି ଏକ୍ସପ୍ରେସ୍ ଭଡ଼ା ୭୨ପଇସାରୁ ୭୧ ପଇସାକୁ ହ୍ରାସ ପାଇଛି। ଯାତ୍ରୀମାନଙ୍କୁ ଡିଲକ୍ସ ବସ୍ରେ କିଲୋମିଟର ପିଛା ପୂର୍ବରୁ ୯୯ ପଇସା ଦେବାକୁ ପଡୁଥିଲା। କିନ୍ତୁ ଏବେ ନୂତନ ଦର ୯୭ ପଇସା ନିର୍ଦ୍ଧାରଣ କରି ଦିଆଯାଇଛି। ଏସି ଡିଲକ୍ସ ବସ୍ ଭଡ଼ା ୧ଟଙ୍କା ୨୧ ପଇସାରୁ ୨ ପଇସା ହ୍ରାସ ପାଇ ୧ଟଙ୍କା ୧୯ ପଇସା ହୋଇଛି।  ରାଜ୍ୟରେ ଗତ କିଛି ବର୍ଷ ହେବ ବସ୍ ଭଡ଼ା ନେଇ ସ୍ବୟଂକ୍ରିୟ ବ୍ୟବସ୍ଥା ଲାଗୁ କରଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories