www.samajalive.in
Saturday, December 6, 2025
14.1 C
Bhubaneswar

କାଉଡ଼ିଆ ଯାତ୍ରା ହେଲା ଶେଷଯାତ୍ରା: ଚଢିଗଲା ବସ୍‌, ଚାଲିଗଲା ଜୀବନ

ସମାଜ ଡିଜିଟାଲ ଡେସ୍କ: କାଉଡ଼ିଆ ଯାତ୍ରା ହେଲା ଶେଷ ଯାତ୍ରା। କଉଡ଼ିଆଙ୍କ ଉପରେ ଚଢିଗଲା ବସ୍। ଜଗତସିଂହପୁର ଜିଲା ନାଉଗାଁ ଥାନା ଅନ୍ତର୍ଗତ ପାଳସାହିଠାରେ ଘଟିଛି ଏଭଳି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଜଗତସିଂହପୁରର ପ୍ରସିଦ୍ଧ ଗୋରେଖନାଥଙ୍କୁ ଜଳାଭିଷେକ କରି ଫେରିବାବେଳେ କାଉଡ଼ିଆଙ୍କ ଉପରେ ଏକ ବସ୍ ଚଢିଯାଇଛି। ଫଳରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ କାଉଡ଼ିଆଜଣକ ପୁରୀ ଅଞ୍ଚଳର ବୋଲି ଜଣାପଡ଼ିଛି। ଗୁରୁତରଙ୍କୁ ଜଗତସିଂହପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories