www.samajalive.in
Friday, December 5, 2025
27.1 C
Bhubaneswar

ଟଳିଲା ଅଘଟଣ ; ବ୍ରିଜରେ ଲଟକି ରହିଛି ବସ୍‌‌.. ଯାତ୍ରୀ ସୁରକ୍ଷିତ

ବାଙ୍କୀ : ମହାନଦୀ ବ୍ରିଜରେ ଲଟକିଛି ଯାତ୍ରୀବାହୀ ବସ୍‌‌। ମଙ୍ଗଳବାର ଜାତମୁଣ୍ଡିଆ-ସୁବର୍ଣ୍ଣପୁର ବ୍ରିଜରେ ଲଟକି ରହିଛି ବସ୍‌‌। ସମସ୍ତ ଯାତ୍ରୀ ସୁରକ୍ଷିତ ଥିବା ଜଣାପଡିଛି। ବସ୍‌‌ଟି ଅନୁଗୁଳରୁ ଭୁବନେଶ୍ୱର ଆସୁଥିବା ବେଳେ ଏହି ଦୁର୍ଘଟଣା ଘଟିଛି। କେଉଁ କାରଣରୁ ଏଭଳି ଦୁର୍ଘଟଣା ଘଟିଛି ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ପାରି ନାହିଁ। ଦୁର୍ଘଟଣାରେ ୧୦ରୁ ଅଧିକ ଯାତ୍ରୀ ସାମାନ୍ୟ ଆହତ ହୋଇଛନ୍ତି। ବସ୍‌‌ରେ ପ୍ରାୟ ୫୦ରୁ ଅଧିକ ଯାତ୍ରୀ ଥିଲେ। ଦୁର୍ଘଟଣା ପରେ ବସ୍‌‌ ଚାଳକ ଫେରାର ହୋଇ ଯାଇଥିବା ବେଳେ ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି। ଅନ୍ୟ ବସ୍‌‌ରେ ଯାତ୍ରୀଙ୍କୁ ସେମାନଙ୍କ ଗନ୍ତବ୍ୟ ସ୍ଥଳକୁ ପଠାଯାଇଛି।

Hot this week

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

Related Articles

Popular Categories