www.samajalive.in
Friday, December 12, 2025
19.1 C
Bhubaneswar

ମହିଳାଙ୍କୁ ପ୍ରଥମ ଯାତ୍ରୀ ଭାବେ ବସରେ ବସିବାକୁ ବାରଣ କଲେ ଦିଆଯିବ ଦଣ୍ଡ

ଭୁବନେଶ୍ବର: ବସର ପ୍ରଥମ ଯାତ୍ରୀ ଭାବେ ମହିଳାଙ୍କୁ ବାରଣ ମାମଲା। ମହିଳାଙ୍କୁ ପ୍ରଥମ ଯାତ୍ରୀ ଭାବେ ବସରେ ବସିବାକୁ ବାରଣ କଲେ ଦଣ୍ଡ ଦିଆଯିବ। ଏ ନେଇ ସବୁ ଆରଟିଓମାନଙ୍କୁ ଚିଠି ଏସଟିଏ ସଚିବ ଚିଠି ଲେଖିଛନ୍ତି। ଏ ନେଇ ନିୟମିତ ଯାଞ୍ଚ କରିବାକୁ ଆରଟିଓମାନଙ୍କୁ ନିର୍ଦେଶ ଦେଇଛନ୍ତି। ଯେଉଁମାନେ ମହିଳାଙ୍କୁ ବାରଣ କରୁଥିବେ ଇ-ଚାଲାଣ କଟାଯିବ। ବସ ମାଲିକଙ୍କ ନାଁରେ ଚାଲାଣ କାଟିବାକୁ ସଚିବ ନିର୍ଦେଶ ଦେଇଛନ୍ତି।

କେଉଁଠି ଯଦି ମହିଳାଙ୍କୁ ପ୍ରଥମେ ବସ୍ ଉପରେ ଚଢ଼ିବା ପାଇଁ ବାରଣ କରାଯାଏ, ତେବେ ସଂପୃକ୍ତ ବସ୍ ମାଲିକଙ୍କ ବିରୋଧରେ ଇ-ଚାଲାଣ କାଟିବାକୁ ରାଜ୍ୟ ପରିବହନ ସଚିବ ନିର୍ଦ୍ଦେଶ ଦେଇଛନ୍ତି। ଅପରପକ୍ଷେ ଏଭଳି ନିର୍ଦ୍ଦେଶନାମା ଆସିବା ପରେ ଆଜି କଟକ ବାଦାମବାଡ଼ି ବସଷ୍ଟାଣ୍ଡରେ ବସ ମାଲିକ ସଂଘ ପକ୍ଷରୁ ବସର କର୍ମଚାରୀ ମାନଙ୍କ ଉଦ୍ଦେଶ୍ୟରେ ସରକାରୀ ନିୟମ ପାଳନ ପାଇଁ ମାଇକ ଜରିଆରେ ପ୍ରଚାର କରାଯାଇଛି।

Hot this week

୫୦ ବର୍ଷ ପରେ ବଡ ପରଦାକୁ ଆସିଲା ‘ସୋଲେ’

ଭୁବନେଶ୍ୱର:୫୦ ବର୍ଷ ପରେ ବଡ ପରଦାକୁ ଆସିଲା 'ସୋଲେ' ।ସିଲଭର ସ୍କ୍ରିନରେ...

ଦାମୀ କାର୍‌ରେ ବିଦ୍ୟାଳୟର ମଧ୍ୟାହ୍ନ ଭୋଜନ ଚୋରା ଚାଲାଣ- ଧରି ପକାଇଲେ ଗାଁ ଲୋକ

ଗୁରୁଡ଼ିଝାଟିଆ - ମଧ୍ୟାହ୍ନ ଭୋଜନ ଚାଉଳ ଚୋରା ଚାଲାଣ ବେଳେ ଧରିଲେ...

ନନ୍ଦନକାନନ ଥାନାର ପୂର୍ବତନ ଏସ୍ଆଇ ଅମିନ ଖାନ ଲାଞ୍ଚ ମାମଲାରେ ଦୋଷୀ ସାବ୍ୟସ୍ତ

ଭୁବନେଶ୍ୱର - ଭୁବନେଶ୍ୱରରେ ଥିବା ନନ୍ଦନକାନନ ଥାନା (ଅବସରପ୍ରାପ୍ତ) ପୂର୍ବତନ ପୋଲିସ...

ସୁନା ଓ ରୂପା ଦର ରେକର୍ଡ ଭାଙ୍ଗିଲା

ନୂଆଦିଲ୍ଲୀ- ପୁଣି ଥରେ ସୁନା ଏବଂ ରୂପା ସମସ୍ତ ରେକର୍ଡ ଭାଙ୍ଗିଛି।...

୬ ଦେଶରେ ବ୍ୟାନ ଫିଲ୍ମ ଧୁରନ୍ଧର

ମୁମ୍ବାଇ :ସାଉଦି ଆରବ ,ୟୂଏଇ ଓ କତାରରେ ବ୍ୟାନ ହେଲା ହିନ୍ଦୀ...

Related Articles

Popular Categories