www.samajalive.in
Sunday, December 7, 2025
16.1 C
Bhubaneswar

କୋରାପୁଟରେ ବସ୍ ଚଳାଚଳ ବନ୍ଦ: ଯାତ୍ରୀ ହନ୍ତସନ୍ତ

କୋରାପୁଟ: କୋରାପୁଟରେ ଗଡୁନି ଘରୋଇ ବସ୍। ଘରୋଇ ବସ୍ ମାଲିକ ସଂଘ ଓ ଘରୋସ୍ ବସ୍ କର୍ମଚାରୀ ସଂଘ ଭିତରେ ବିବାଦକୁ ନେଇ ଆଜି ବସ୍ ଚଳାଚଳ ବନ୍ଦ ରହିଛି। ସକାଳୁ କୋରାପୁଟରୁ କୌଣସି ଘରୋଇ ବସ୍ ଗଡୁନଥିବାବେଳେ ଯାତ୍ରୀମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିବା ଦେଖିବାକୁ ମିଳିଛି। ବସଷ୍ଟାଣ୍ଡରେ ଅନେକ ଘଣ୍ଟା ଧରି ଯାତ୍ରୀମାନେ ଅପେକ୍ଷା କରି ରହିଥି​‌ଲେ। ଶୁକ୍ରବାର ବସ୍ ଟାଇମିଂ ନେଇ ଘରୋଇ ବସ ମାଲିକ ଓ କର୍ମଚାରୀଙ୍କ ମଧ୍ୟରେ ବଚସା ହୋଇଥିଲା। ଏବଂ ଏହାର ପ୍ରତିବାଦରେ ଆଜି କୌଣସି କର୍ମଚାରୀ ଗାଡି ଚଳାଉନାହାନ୍ତି। ଫଳରେ କୋରାପୁଟରୁ ପ୍ରାୟ ୪୦ଟି ରୁଟରେ ଘରୋଇ ବସ୍ ଚଳାଚଳ ବନ୍ଦ ରହିଛି। ତେବେ ଏ ନେଇ  ବସ୍ ମାଲିକ ସଂଘ ପକ୍ଷରୁ କୌଣସି ପ୍ରତିକ୍ରିୟା ମିଳିପାରିନି।

Hot this week

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଇଣ୍ଡିଗୋ CEOଙ୍କୁ କାରଣ ଦର୍ଶାଅ ନୋଟିସ୍

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

Related Articles

Popular Categories