www.samajalive.in
Saturday, December 6, 2025
26.1 C
Bhubaneswar

ବଟର କଫି

ଆବଶ୍ୟକ ସାମଗ୍ରୀ
କ୍ଷୀର – ୪କପ ( ଭଲ ଭାବେ ଫୁଟା ହୋଇଥିବା )
ଚିନି – ୩ ଚାମଚ
କଫି ଗୁଣ୍ଡ – ୨ ଚାମଚ
ବଟର – ୪ ଚାମଚ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗ୍ୟାସରେ ଏକ ପାତ୍ର ବସାଇ କ୍ଷୀର ଗରମ କରନ୍ତୁ। କିଛି ସମୟ ପରେ ଏଥିରେ ଚିନି ପକାଇ ଫୁଟାନ୍ତୁ। ଏହାପରେ ଏକ ଗ୍ଲାସ କ୍ଷୀରରେ ବଟର ପକାଇ ଏହାକୁ ଭଲ ଭାବେ ପେଷି ମିଶ୍ରଣ ପ୍ରସ୍ତୁତ କରି ଦିଅନ୍ତୁ। ଏହାପରେ ଏହି ମିଶ୍ରଣକୁ ଫୁଟୁଥିବା କ୍ଷୀରରେ ପକାଇ ଏକ ପାତ୍ରକୁ କାଢି ଭଲ ଭାବେ ଗୋଳାନ୍ତୁ। ବତ୍ତର୍ମାନ ଏକ କପକୁ ଏହି ମିଶ୍ରଣକୁ କାଢି କଫି ଗୁଣ୍ଡ ପକାଇ ଭଲ ଭାବେ ମିଶାନ୍ତୁ। ପ୍ରସ୍ତୁତ ହୋଇଗଲା ବଟର କଫି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories