www.samajalive.in
Sunday, December 14, 2025
19.1 C
Bhubaneswar

ଦିଲ୍ଲୀରେ ମୁଖ୍ୟମନ୍ତ୍ରୀ ନବୀନଙ୍କୁ ଭେଟିଲେ ବିରଧୀ ଦଳ ନେତା ନରସିଂହ ମିଶ୍ର

ନୂଆଦିଲ୍ଲୀ: ନୂଆଦିଲ୍ଲୀ ଅବଦୁଲ କଲାମ ମାର୍ଗରେ ଥିବା ନବୀନ ପଟ୍ଟନାୟକଙ୍କ ବାସଭବନରେ ବିରୋଧୀ ଦଳ ନେତା ନରସିଂହ ମିଶ୍ର ସାକ୍ଷାତ କରିଛନ୍ତି । ଏହା ସୌଜନ୍ୟ ମୂଳକ ସାକ୍ଷାତ କାର ଥିଲା ବୋଲି ନରସିଂହ ପ୍ରତିକ୍ରିୟାରେ ପ୍ରକାଶ କରିଛନ୍ତି । ଦିଲ୍ଲୀରେ ହକି ଇଣ୍ଡିଆର ଜର୍ସି ଉନ୍ମୋଚନ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀଙ୍କ ସହ ବିରୋଧୀ ଦଳ ନେତା ବି ସାମିଲ ହୋଇଥିଲେ। ଓଡିଶା ୫ ବର୍ଷ ପାଇଁ ହକି ଇଣ୍ଡିଆର ପ୍ରାୟୋଜକ ହୋଇଛି। ଏହି ଜର୍ସି ଉନ୍ମୋଚନ କାର୍ଯ୍ୟକ୍ରମରେ ବହୁ ନେତା ଓ ମନ୍ତ୍ରୀ ସାମିଲ ହୋଇଥିଲେ ।

ତେବେ ଏହାକୁ ନେଇ ରାଜନୈତିକ ମହଲରେ ବହୁ କଳ୍ପନା ଜଳ୍ପନା ଆରମ୍ଭ ହୋଇଥିଲା । ଏପରିକି କଂଗ୍ରେସ ନେତା ସୁର ରାଉତରାୟ ଏହାକୁ ନେଇ ପ୍ରଶ୍ନ ଉଠାଇଥିଲେ । ଏପରେ ବିଜେପୁର ନିର୍ବାଚନ ଚାଲିଥିବା ବେଳେ ବିରୋଧିଦଳ ନେତା ମୁଖ୍ୟମନ୍ତ୍ରୀଙ୍କୁ ଭେଟୁଛନ୍ତି କହି ପ୍ରଶ୍ନ ଉଠାଇଥିଲେ ।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories