www.samajalive.in
Saturday, December 6, 2025
15.1 C
Bhubaneswar

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ 

ଭୁବନେଶ୍ୱର : ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି। ସୁବାସ ସିଂହଙ୍କ ଇସ୍ତଫା ପରେ ଖାଲି ଥିବା ଆସନ ପାଇଁ ଉପନିର୍ବାଚନ ହେବ। ଉପନିର୍ବାଚନ ପାଇଁ ମେ ୨୬ ରୁ ଜୁନ ୨ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ କରାଯିବ। ଜୁନ ୩ରେ ନାମାଙ୍କନ ଯାଞ୍ଚ ସହ ୬ ପର୍ଯ୍ୟନ୍ତ ନାମାଙ୍କନ ପ୍ରତ୍ୟାହାର ହୋଇ ପାରିବ। ଆବଶ୍ୟକ ହେଲେ ଜୁନ୍‍ ୧୩ରେ ଭୋଟ ଗ୍ରହଣ ହେବ। ଜୁନ ୧୩ରେ ସକାଳ ୯ଟାରୁ ଅପରାହ୍ନ ୪ଟା ଯାଏଁ ଭୋଟ ଗ୍ରହଣ ହେବ। ଜୁନ ୧୩ ତାରିଖ ଅପରାହ୍ନ ୫ଟାରେ ଭୋଟ ଗଣତି କରାଯିବ। କଟକ ମେୟର ନିର୍ବାଚିତ ହେଲା ପରେ ସୁବାସ ସିଂହ ଇସ୍ତଫା ଦେଇଥିଲେ। ଉପନିର୍ବାଚନରେ ନିର୍ବାଚିତ ସଦସ୍ୟ ୨୦୨୬ ଏପ୍ରିଲ ଯାଏଁ ରହିବେ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories