୧୩ରୁ ୧୦ ଆସନରେ ଇଣ୍ଡିଆ ମେଣ୍ଟର ବାଜିମାତ

ଡେସ୍କ: ୭ଟି ରାଜ୍ୟର ୧୩ଟି ବିଧାନସଭା ଆସନ ପାଇଁ ବୁଧବାର ଅନୁଷ୍ଠିତ ଉପନିର୍ବାଚନରେ କଂଗ୍ରେସ ଓ ତୃଣମୂଳ କଂଗ୍ରେସ ୪ଟି ଲେଖାଏଁ ଆସନରେ ବିଜୟୀ ହୋଇଛନ୍ତି। ବିଜେପି ପ୍ରାର୍ଥୀ ୨ଟି ଆସନ ଜିତିଥିବା ବେଳେ ଆମ୍ ଆଦମୀ ପାର୍ଟି ଓ ଡିଏମକେ ଗୋଟିଏ ଲେଖାଏଁ ଆସନରେ ବିଜୟୀ ହୋଇଛନ୍ତି। ବିହାରରେ ସ୍ୱାଧୀନ ପ୍ରାର୍ଥୀ ଶଙ୍କର ସିଂହ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ଜେଡିୟୁର କଳାଧର ପ୍ରସାଦ ମଣ୍ଡଳଙ୍କୁ ୮,୨୪୬ ଖଣ୍ଡ ଭୋଟ ବ୍ୟବଧାନରେ ପରାସ୍ତ କରିଛନ୍ତି। Related Posts … Continue reading ୧୩ରୁ ୧୦ ଆସନରେ ଇଣ୍ଡିଆ ମେଣ୍ଟର ବାଜିମାତ