www.samajalive.in
Friday, December 12, 2025
16.1 C
Bhubaneswar

ଆସିଲା ନାଗରିକତା ସଂଶୋଧନ ଆଇନ ମୋବାଇଲ୍ ଆପ୍ – ‘CAA-2019’

ଡେସ୍କ: ନାଗରିକତା ସଂଶୋଧନ ଆଇନ, ୨୦୧୯ ଅଧୀନରେ ଆବେଦନ କରିବା ପାଇଁ ‘CAA-2019’ ମୋବାଇଲ୍ ଆପ୍ ଲଞ୍ଚ କରାଯାଇଛି। ଗୃହ ମନ୍ତ୍ରଣାଳୟ ଅନୁଯାୟୀ ଆବେଦନକାରୀ ମାନେ ଗୁଗୁଲ ପ୍ଲେ ଷ୍ଟୋରରୁ ଏହି ଆପ୍ ଡାଉନଲୋଡ୍ କରିପାରିବେ। ଏହା ୱେବସାଇଟ୍ – indiancitizenshiponline.nic.inରୁ ମଧ୍ୟ ଡାଉନଲୋଡ୍ କରାଯାଇପାରିବ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories