ସୁପ୍ରିମକୋର୍ଟରେ ନାଗରିକତା ସଂଶୋଧନ ଆଇନ – ୩ ସପ୍ତାହ ମଧ୍ୟରେ ଜବାବ ଦେବାକୁ କେନ୍ଦ୍ରକୁ ନିର୍ଦ୍ଦେଶ

ଡେସ୍କ: ନାଗରିକତା ସଂଶୋଧନ ଆଇନ ଉପରେ ରୋକ୍ ଲଗାଇବା ପାଇଁ ଦାୟର ଆବେଦନର ଜବାବ ୩ ସପ୍ତାହ ମଧ୍ୟରେ ଦେବାକୁ କେନ୍ଦ୍ର ସରକାରଙ୍କୁ ସୁପ୍ରିମ୍ କୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ପ୍ରଧାନ ବିଚାରପତି ଡିୱାଇ ଚନ୍ଦ୍ରଚୂଡ଼ଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ଏହି ମାମଲାର ଶୁଣାଣି ଏପ୍ରିଲ ୯ ତାରିଖକୁ ଧାର୍ଯ୍ୟ କରିଛନ୍ତି। ୩ ମାସର ଝିଅକୁ ଛାଡ଼ି ଜେଲ୍‌ ଯିବ ପୁଲିସବାଲୀ ମାଆ; କାମ ପାଇଁ ପୁରା ଜିଲାରେ ଲଜ୍ଜିତ ଶୁଣାଣି ସମୟରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ସଲିସିଟର … Continue reading ସୁପ୍ରିମକୋର୍ଟରେ ନାଗରିକତା ସଂଶୋଧନ ଆଇନ – ୩ ସପ୍ତାହ ମଧ୍ୟରେ ଜବାବ ଦେବାକୁ କେନ୍ଦ୍ରକୁ ନିର୍ଦ୍ଦେଶ