www.samajalive.in
Wednesday, December 10, 2025
26.1 C
Bhubaneswar

ଆଜି ସନ୍ଧ୍ୟାରେ କ୍ୟାବିନେଟ ବୈଠକ

ଭୁବନେଶ୍ବର : ରାଜ୍ୟ କ୍ୟାବିନେଟର ଏକ ଗୁରୁତ୍ଵପୂର୍ଣ୍ଣ ବୈଠକ ଆଜି ସନ୍ଧ୍ୟାରେ ଅନୁଷ୍ଠିତ ହେଉଛି। ସଚିବାଳୟଠାରେ ଅନୁଷ୍ଠିତ ହେବାକୁ ଥିବା ଏହି ବୈଠକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅଧ୍ୟକ୍ଷତା କରିବେ। ଏଥିରେ ରାଜ୍ୟର ସ୍ୱାର୍ଥଜଡିତ ଅନେକ ଗୁରୁତ୍ଵପୂର୍ଣ୍ଣ ପ୍ରସ୍ତାବ ଉପରେ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି।

Hot this week

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

ଭଏସ୍‌ ମେସେଜ ନୁହେଁ , ଡାଇରେକ୍ଟ ଭିଡିଓ କଲ : ଗିରଫ ହେଲେ ରସିକିଆ କଲେଜ ଅଧ୍ୟକ୍ଷ

ବୋଲଗଡ: ଅଧ୍ୟାପିକାଙ୍କୁ ପ୍ରେମ ନିବେଦନ କରି ଫସିଲେ କଲେଜ ଅଧ୍ୟକ୍ଷ ।...

ଟ୍ରିବ୍ୟୁନାଲ ଯିବା ଭୁଲ ଥିଲା, ରାଜନୈତିକ ସମାଧାନ ହେଲେ ମହାନଦୀ ଜଳ ବିବାଦ ତୁଟିବ କହିଲେ ଜୟନାରାୟଣ

ସମାଜ ଡିଜିଟାଲ ଡେସ୍କ: ମହାନଦୀ ଜଳ ବିବାଦ ପ୍ରସଙ୍ଗରେ କମିଟି ସଦସ୍ୟ...

Related Articles

Popular Categories