www.samajalive.in
Saturday, December 6, 2025
26.1 C
Bhubaneswar

ଭାରତ-ଅଷ୍ଟ୍ରେଲିଆ ଭୂତଳ ଜଳ ପରିଚାଳନା ବୁଝାମଣାପତ୍ରକୁ କ୍ୟାବିନେଟର ଅନୁମୋଦନ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର ମନ୍ତ୍ରିମଣ୍ଡଳ ବୈଠକରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ସ୍ୱାକ୍ଷରିତ ଭୂତଳ ଜଳର ସହଣୀୟ ପରିଚାଳନା, ଦକ୍ଷତା ନିର୍ମାଣ, ଗବେଷଣା ଓ ବିକାଶ ପାଇଁ ଉଦ୍ଦିଷ୍ଟ ବୁଝାମଣାପତ୍ରକୁ ଅନୁମୋଦନ କରାଯାଇଛି। ଭୂପୃଷ୍ଠ ଓ ଭୂତଳ ଜଳର ସୁପରିଚାଳନା ପାଇଁ ତାଲିମ ପ୍ରଦାନ, ଶିକ୍ଷା ଓ ଗବେଷଣା ମାଧ୍ୟମରେ କୃଷି, ସହରାଞ୍ଚଳ, ଶିଳ୍ପ ଓ ପରିବେଶଗତ ବ୍ୟବହାର ଲାଗି ଜଳ ନିରାପତ୍ତା ଲକ୍ଷ୍ୟ ହାସଲ ପାଇଁ ଏହି ଚୁକ୍ତି ସ୍ୱାକ୍ଷରିତ ହୋଇଛି।

ଭାରତ ପକ୍ଷରୁ ଜଳସଂପଦ ମନ୍ତ୍ରଣାଳୟ ଅଧୀନ କେନ୍ଦ୍ରୀୟ ଭୂତଳ ଜଳବୋର୍ଡ ଏବଂ ଅଷ୍ଟ୍ରେଲିଆ ପକ୍ଷରୁ ମାର୍ଭି ପାର୍ଟନର୍ସ ଅକ୍ଟୋବର ୨୦୧୯ରେ ଏହି ଚୁକ୍ତିରେ ସ୍ୱାକ୍ଷରିତ କରିଥିଲେ। କ୍ୟାବିନେଟରେ ଏହି ଚୁକ୍ତି ସଂପର୍କରେ ପ୍ରଧାନମନ୍ତ୍ରୀ ଅବଗତ ହେବା ପରେ ଏହାକୁ ଅନୁମୋଦନ ପ୍ରଦାନ କରାଯାଇଛି।

Hot this week

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

Related Articles

Popular Categories