www.samajalive.in
Friday, December 12, 2025
27.1 C
Bhubaneswar

କ୍ୟାବିନେଟର ବହୁ ଗୁରୁତ୍ୱପୁର୍ଣ୍ଣ ବୈଠକ

ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟ ବୈଠକରେ ବହୁ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏସିଆନ ସ୍କୁଲ ଅଫ୍‍ ବିଜନେସ୍‍ ମ୍ୟାନେଜମେଣ୍ଟ(ଏଏସ୍ୱିଏମ)କୁ ବିଶ୍ୱବିଦ୍ୟାଳୟ ମାନ୍ୟତା ମିଳିବାକୁ ନିଷ୍ପତ୍ତି ନିଆଯାଇଛି। ଏହାସହ ସଚିବାଳୟ ଡାଟା ଏଣ୍ଟ୍ରି ଅପରେଟର କ୍ୟାଡର ରୁଲରେ ସଂଶୋଧନ କରାଯିବ। ଏହି ପଦବୀରେ ପଦୋନ୍ନତି ପାଇଁ ୨ଟି ସ୍ତର ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି। କ୍ୟାବିନେଟ ବୈଠକରେ ଗ୍ରାମ୍ୟ ପାନୀୟ ଜଳ ଯୋଗାଣ ନେଇ ୫ଟି ଟେଣ୍ଡରକୁ ଅନୁମୋଦନ ଦିଆଯାଇଛି।

Hot this week

ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକଙ୍କ ମୃତ୍ୟୁ

କେନ୍ଦ୍ରାପଡା: ନିର୍ମାଣାଧିନ ପାଣିଟାଙ୍କିରୁ ଖସି ଯୁବକର ମୃତ୍ୟୁ। ଏଭଳି ଅଭାବନୀୟ ଘଟଣା...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ୪ଜଣଙ୍କୁ ବହିଷ୍କାର କଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳବସ୍ଥା ଘଟଣାରେ ଡିଜିସିଏ...

ଭିଜିଲାନ୍ସ ନାଁରେ ଓଏଏସ୍‌ ଙ୍କୁ ଠକେଇ, ଦୁଇ ଗିରଫ

ରାଉରକେଲା : ନିଜକୁ ଭିଜିଲାନ୍ସ ଅଧିକାରୀ କହି ଠକେଇ ଅଭିଯୋଗରେ ଦୁଇ...

ବାର୍ବି କ୍ୟୁ ନେସନ୍‌ରେ ନିମ୍ନମାନର ଖାଦ୍ୟ, ଲାଗିଲା ଜରିମାନା…

ନୂଆଦିଲ୍ଲୀ : ଯଦି ଆପଣ ଖାଦ୍ୟ ପ୍ରିୟ ଏବଂ ଭାବୁଛନ୍ତି ଯେ...

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

Related Articles

Popular Categories