www.samajalive.in
Saturday, December 6, 2025
15.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ ବୈଠକ

ଭୁବନେଶ୍ବର: ଆଜି ରାଜ୍ୟ କ୍ୟାବିନେଟର ଗୁରୁତ୍ବପୂର୍ଣ୍ଣ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ହେବାକୁ ଥିବା ଏହି ବୈଠକରେ ବିଭିନ୍ନ ବିଭାଗର ପ୍ରସ୍ତାବଗୁଡ଼ିକ ଉପରେ ଆଲୋଚନା ହେବ। ମିଳିଥିବା ସୂଚନା ଅନୁସାରେ, ଶନିବାର ଅପରାହ୍ଣ ୫ଟାରେ ମୁଖ୍ୟମନ୍ତ୍ରୀଙ୍କ ସମ୍ମିଳନୀ କକ୍ଷରେ କ୍ୟାବିନେଟ୍ ବୈଠକ ବସିବ। ବୈଠକରେ ଖାଦ୍ୟ ଯୋଗାଣ ଖାଉଟି କଲ୍ୟାଣ ବିଭାଗର ଓଡ଼ିଶା ସାଧାରଣ ବଣ୍ଟନ ବ୍ୟବସ୍ଥା (ନିୟନ୍ତ୍ରଣ) ଆଦେଶ, ୨୦୧୬ ସଂଶୋଧନ ପ୍ରସ୍ତାବ, ଆଇନ ବିଭାଗର ୨ଟି ପ୍ରସ୍ତାବ ଉପରେ ଆଲୋଚନା ହେବ ବୋଲି ଜଣାପଡ଼ିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories