www.samajalive.in
Sunday, December 14, 2025
26.1 C
Bhubaneswar

ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ଵର: ରାଜ୍ୟ କ୍ୟାବିନେଟ୍‌ର ଗୁରୁତ୍ଵପୂର୍ଣ୍ଣ ବୈଠକ ମଙ୍ଗଳବାର ସନ୍ଧ୍ୟା ୫ଟା ୪୫ରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବସିବାକୁ ତିବା ଏହି ବୈଠକରେ ଉଚ୍ଚଶିକ୍ଷା, ରାଜସ୍ବ, ବିଦ୍ୟାଳୟ ଓ ଗଣଶିକ୍ଷା, ଶିଳ୍ପ ଏବଂ ଇସ୍ପାତ ଓ ଖଣି ବିଭାଗ ସମ୍ପର୍କିତ କେତେକ ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଳି ସୂଚନା ମିଳିଛି। ବୈଠକରେ ଅନୁମୋଦନ ପାଇଁ ପ୍ରାୟ ୧୦ଟି ପ୍ରସ୍ତାବ ଥିବା ଜଣାଯାଇଚି। ମୁଖ୍ୟତଃ ପୌର ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ ସଂକ୍ରାନ୍ତ ନିଷ୍ପତ୍ତି, ସତ୍ୟବାଦୀରେ ଓଡ଼ିଆ ବିଶ୍ଵବିଦ୍ୟାଳୟର ମୁଖ୍ୟାଳୟ, ଲିଙ୍ଗରାଜ ମନ୍ଦିର ଚତୁଃପାର୍ଶ୍ଵ ବିକାଶ ନିମନ୍ତେ ଥଇଥାନ ପ୍ୟାକେଜ ପ୍ରଭୃତି ବିବିଧ ପ୍ରସଙ୍ଗ ଉପରେ ଆଲୋଚନା ହୋଇପାରେ ବୋଲି ଜଣାପଡ଼ିଛି। ବୈଠକରେ ଉପସ୍ଥିତ ରହିବା ପାଇଁ ସମସ୍ତ ମନ୍ତ୍ରୀଙ୍କୁ ନିର୍ଦେଶ ଦିଆଯାଇଛି।

Hot this week

ପୁଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ!

ସମାଜ ଡିଜିଟାଲ ଡେସ୍କ: ବାଣପୁର ପୁଲିସ ହେପାଜତରେ ଅଭିଯୁକ୍ତଙ୍କର ମୃତ୍ୟୁ ହୋଇଥିବା...

ଏସଆଇଆର ବିରୋଧରେ ଦିଲ୍ଲୀରେ କଂଗ୍ରେସର ମହାରାଲି

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ କଂଗ୍ରେସର ରଣହୁଙ୍କାର । ବିଭିନ୍ନ ରାଜ୍ୟରୁ ଶହଶହ...

ପଙ୍କଜ ଚୌଧୁରୀ ୟୁପିର ନୂତନ ବିଜେପି ସଭାପତି

ଉତ୍ତରପ୍ରଦେଶ: ସବୁ କଳ୍ପନା ଜଳ୍ପନାର ଅନ୍ତ ଘଟିଛି । ୟୁପି ବିଜେପିର...

ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି

ପୁରୀ: ପୁରୀ ଶ୍ରୀମନ୍ଦିର ମେଘନାଦ ପାଚେରୀରୁ ପୁଣି ଗଳୁଛି ପାଣି ।...

ବର୍ଦ୍ଧିତ ଦରମା ନବୀନ ଫେରାଇବା ପ୍ରସଙ୍ଗ ; ନବୀନଙ୍କୁ କେଭି ଓ ଜୟଙ୍କ କଟାକ୍ଷ

ସମାଜ ଲାଇଭ ଡ଼େସ୍କ : ନବୀନ ବର୍ଦ୍ଧିତ ଦରମା ଫେରାଇବା ପ୍ରସଙ୍ଗରେ...

Related Articles

Popular Categories