www.samajalive.in
Saturday, December 6, 2025
23.1 C
Bhubaneswar

କ୍ୟାବିନେଟ ବୈଠକ: ୪ ବିଭାଗର ୫ ପ୍ରସ୍ତାବକୁ ଅନୁମୋଦନ

ସମାଜ ଡିଜିଟାଲ ଡେସ୍କ: ରାଜ୍ୟ କ୍ୟାବିନେଟର ୨୯ ତମ  ବୈଠକ ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା। ବୈଠକ ପରେ ମୁଖ୍ୟ ଶାସନ ସଚିବ କ୍ୟାବିନେଟ ବୈଠକରେ ନିଆଯାଇଥିବା ନିଷ୍ପତ୍ତି ସମ୍ପର୍କରେ ଗଣମାଧ୍ୟମକୁ ସୂଚନା ଦେଇଥିଲେ। କ୍ୟାବିନେଟ ବୈଠକରେ ମୋଟ  ୪ଟି ବିଭାଗର ୫ଟି ପ୍ରସ୍ତାବ ଆଲୋଚନା ପୂର୍ବକ ଅନୁମୋଦନ କରାଯାଇଥିଲl।

ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗର ଗୋଟିଏ, କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ଗୋଟିଏ, ବାଣିଜ୍ୟ ଓ ପରିବହନ ବିଭାଗର ୧ଟି ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ୨ଟି ଏହିଭଳି ମୋଟ ୫ଟି ପ୍ରସ୍ତାବ ଉପରେ ଆଲୋଚନା କରାଯାଇ ଅନୁମୋଦନ କରାଯାଇଥିଲା।

Hot this week

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

Related Articles

Popular Categories