www.samajalive.in
Saturday, December 6, 2025
16.1 C
Bhubaneswar

ଆଜି ସନ୍ଧ୍ୟାରେ ବସିବ କ୍ୟାବିନେଟ ବୈଠକ

ଭୁବନେଶ୍ୱର: ଆଜି ରାଜ୍ୟରେ ନୂଆ ସରକାର ଗଠନ ହେବାକୁ ଯାଉଛି। ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ମାଝି। ସନ୍ଧ୍ୟା ୫ଟାରେ ଶପଥ ଗ୍ରହଣ ସମାରୋହରେ ମୁଖ୍ୟମନ୍ତ୍ରୀ ଶପଥ ନେବା ପରେ ପ୍ରଥମ କ୍ୟାବିନେଟ ବୈଠକ ବସିବ। ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ଏହା ପ୍ରଥମ କ୍ୟାବିନେଟ ବୈଠକ ହେବ। ଏହି ବୈଠକରେ କିଛି ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଉପରେ ମୋହର ବାଜିପାରେ ବୋଲି କୁହାଯାଉଛି।

ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ମୋହନ ମାଝୀ। ଏଥିନିମନ୍ତେ ଭୁବନେଶ୍ୱର ଏକ ପ୍ରକାର ପୁଲିସ୍‌ ଛାଉଣୀରେ ପରିଣତ ହୋଇଥିବା ବେଳେ ନୂଆ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories