www.samajalive.in
Sunday, December 14, 2025
19.1 C
Bhubaneswar

ଆଜି ରାଜ୍ୟ କ୍ୟାବିନେଟ୍, ଫୋକସରେ ଆଦିବାସୀ ଓ ମହିଳା ପ୍ରସଙ୍ଗ

ଭୁବନେଶ୍ୱର: ଆଜି ଅପରାହ୍ଣ ୫ଟା ୪୫ ମିନିଟରେ ରାଜ୍ୟ କ୍ୟାବିନେଟ୍ ବୈଠକ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ କ୍ୟାବିନେଟ ବୈଠକରେ କୃଷି, ରାଜସ୍ବ, ସାଧାରଣ ପ୍ରଶାସନ ଭଳି ପ୍ରାୟ ୮ଟି ବିଭାଗର ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବମାନ ପାରିତ ହେବାକୁ ରହିଛି। ବୈଠକରେ ଆଦିବାସୀ ଓ ମହିଳା ସ୍ବୟଂ ସହାୟକ ଗୋଷ୍ଠୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ସରକାର କେତେକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି ବୋଲି ବିଶ୍ବସ୍ତ ସୂତ୍ରରୁ ଜଣାଯାଇଛି।

ସୂଚନା ଅନୁଯାୟୀ ରାଜ୍ୟ ସରକାର ‘ମିଲେଟ୍ ମିଶନ’କୁ ସଂପ୍ରସାରିତ କରିବା ସହିତ ଏଥିରେ ମହିଳା ସ୍ବୟଂ ସହାୟକ ଗୋଷ୍ଠୀକୁ ସାମିଲ କରିବେ। ନବରଙ୍ଗପୁର, କୋରାପୁଟ, ମାଲକାନାଗିରି ଭଳି ଜିଲାରେ ଆଦିବାସୀ ମାନଙ୍କୁ କର୍ମ ସଂସ୍ଥାନ ଯୋଗାଇବା ସହିତ ଏଥିରୁ ପ୍ରସ୍ତୁତ ଖାଦ୍ୟକୁ ମଧ୍ୟାହ୍ନ ଭୋଜନ ସହିତ ଯୋଡିବାର କାର୍ଯ୍ୟକ୍ରମ ରହିଛି। ବୈଠକ ପରେ ଏହାର ରୂପରେଖ ଜଣାପଡିବ ବୋଲି ଜଣେ କ୍ୟାବିନେଟ ମନ୍ତ୍ରୀ ସୂଚନା ଦେଇଛନ୍ତି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories