www.samajalive.in
Monday, December 8, 2025
17.1 C
Bhubaneswar

ଆଜି କ୍ୟାବିନେଟ ବୈଠକ

ଭୁବନେଶ୍ଵର: ଆଜି ଅପରାହ୍ନରେ ରାଜ୍ୟ କ୍ୟାବିନେଟର ଗୁରୁତ୍ଵପୂର୍ଣ୍ଣ ବୈଠକ ବସିବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହେବ। ଏଥିରେ ବହୁ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ। ବିଶେଷ କରି କାଳିଆ ଏବଂ ଛାତ୍ରବୃତ୍ତି ଯୋଜନା ଉପରେ ମୋହର ବାଜିପାରେ। ଏହାବ୍ୟତୀତ କୃଷି, ଜଳସମ୍ପଦ ଏବଂ ସ୍ବାସ୍ଥ୍ୟ ବିଭାଗର ଅନେକ ପ୍ରସ୍ତାବ ଆସିପାରେ। ଆଗକୁ ନିର୍ବାଚନ ଥିବାରୁ ଏହି କ୍ୟାବିନେଟ ବୈଠକ ରାଜ୍ୟ ସରକାରଙ୍କ ପାଇଁ ବେଶ ଗୁରୁତ୍ଵପୂର୍ଣ୍ଣ ବୋଲି ଆଲୋଚନା ହେଉଛି।

Hot this week

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

Related Articles

Popular Categories