www.samajalive.in
Monday, December 8, 2025
24.1 C
Bhubaneswar

୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ କ୍ୟାବିନେଟ୍‌ ମୋହର

ଭୁବନେଶ୍ୱର : ୭ଟି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବକୁ ବୁଧବାର କ୍ୟାବିନେଟ୍‌ ମୋହର ବାଜିଛି । ବୈଠକ ପରେ ଏନେଇ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ସୂଚନା ଦେଇଛନ୍ତି ।
ସଂଗ୍ରାହଳୟଗୁଡ଼ିକର ସୁପରିଚାଳନା ପାଇଁ ନିର୍ଦ୍ଦେଶାଳୟ ହେବ । ସମବାୟ ବିଭାଗ ପକ୍ଷରୁ ୩୮ଟି ମଣ୍ଡିକୁ ମଡେଲ ମଣ୍ଡି କରାଯିବ । ୩୮ଟି ମଡେଲ ମଣ୍ଡି ପାଇଁ ୩୦୦ କୋଟି ଟଙ୍କା ବ୍ୟୟ ହେବ । ଆଉ ୮ଟି ସରକାରୀ ନର୍ସିଂ କଲେଜ ପ୍ରତିଷ୍ଠା ହେବ । ସମ୍ବଲପୁରରେ ୨୪ ଘଣ୍ଟିଆ ପାଣି ପ୍ରକଳ୍ପକୁ ମଧ୍ୟ ଅନୁମୋଦନ ମିଳିଛି ।

ଏହି ୫ ରାଶି ପାଇଁ ବଡ ଖୁସି ନେଇ ଆସୁଛି ସୂର୍ଯ୍ୟଙ୍କ ରାଶି ପରିବର୍ତ୍ତନ ; ମିଳିବ ଧନ ସହ ଚାକିରି..

ଟ୍ରମ୍ପ-ଟାରିଫ୍‌-ଟେନ୍‌ସନ୍‌ ; ଆମେରିକା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

- Advertisement -

Hot this week

ମୋ ପୁଅ ବୋହୁଙ୍କ ପାଖରେ କେହି ଅଟକି ନଥିଲେ କି ପାଣି ଦେଇ ନଥିଲେ

ସମାଜ ଲାଇଭ ଡ଼େସ୍କ : ଗତ ସପ୍ତାହରେ ଦିଲ୍ଲୀ-ମୁମ୍ବାଇ ଏକ୍ସପ୍ରେସୱେରେ ଘଟିଥିବା...

ପୁଟିନଙ୍କ ପରେ ଦିଲ୍ଲୀ ଆସିବେ ଜେଲେନସ୍କି!

ସମାଜ ଡିଜିଟାଲ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସଫଳ ଦିଲ୍ଲୀ...

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

Related Articles

Popular Categories