www.samajalive.in
Sunday, December 14, 2025
23.1 C
Bhubaneswar

୨୭ରେ ଭାରତ ବନ୍ଦ

ନୂଆଦିଲ୍ଲୀ: ବିବାଦୀୟ କୃଷି ଆଇନ ପ୍ରତ୍ୟାହାର ଦାବିରେ ଦିଲ୍ଲୀ ସୀମାନ୍ତରେ ଦୀର୍ଘ ୧୧ ମାସ ଧରି ଆନ୍ଦୋଳନ ଚଳାଇଥିବା କୃଷକ ସଂଗଠନଗୁଡ଼ିକ ଆସନ୍ତା ୨୭ରେ ପୁନର୍ବାର ଭାରତ ବନ୍ଦ ଆହ୍ବାନ ଦେଇଛନ୍ତି। ଏଥିଲାଗି ସେମାନେ ସମସ୍ତ ପ୍ରସ୍ତୁତି ଚଳାଇଛନ୍ତି। ମିଳିତ କୃଷକ ମଞ୍ଚର ଗାଜିପୁର ସୀମା ମୁଖପାତ୍ର ଜଗତାର ସିଂ ବାଜୱା ଶନିବାର କହିଛନ୍ତି ଯେ ପ୍ରସ୍ତୁତି ଶେଷ ହୋଇଛି। ଦେଶରେ ସବୁ ପ୍ରକାର ସାର୍ବଜନୀନ ଗତିବିଧି ବନ୍ଦ କରାଯିବ ବୋଲି ସେ କହିଛନ୍ତି। ‘ମୋଦୀ ସରକାରଙ୍କ ବିରୋଧରେ ଭାରତ ବନ୍ଦ’ ସ୍ଲୋଗାନ ଏଥିପାଇଁ ପ୍ରସ୍ତୁତ ହୋଇଥିବା ସେ କହିଛନ୍ତି।

Hot this week

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

ନକଲି ଔଷଧ ରାକେଟର ପର୍ଦ୍ଦାଫାଶ, ମାଲିକ ଏବଂ ଅନ୍ୟ ଦୁଇ ଗିରଫ

ନୂଆଦିଲ୍ଲୀ: ଗାଜିଆବାଦରେ ଏକ ନକଲି ଔଷଧ ରାକେଟର ପର୍ଦ୍ଦାଫାଶ ହୋଇଛି। ଦିଲ୍ଲୀ...

Related Articles

Popular Categories