ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର

ଡେସ୍କ: ୨୦୨୪ ଏପ୍ରିଲ ୧୯ରେ ପ୍ରଥମ ପର୍ଯ୍ୟାୟ ମତଦାନ ସରିବା ପରେ ବାକି ପର୍ଯ୍ୟାୟ ନିର୍ବାଚନ ପାଇଁ ପ୍ରଚାର ଜୋରଦାର ହୋଇଛି। ଭୋଟରଙ୍କୁ ଆକୃଷ୍ଟ କରିବା ପାଇଁ ମହାମେଣ୍ଟ ଓ ଏନଡିଏ ସମେତ ସମସ୍ତ ରାଜନୈତିକ ଦଳର ବରିଷ୍ଠ ନେତା ଓ ଷ୍ଟାର ପ୍ରଚାରକମାନେ ଦେଶବ୍ୟାପୀ ଏକାଧିକ ରାଲି କରୁଛନ୍ତି। ଦ୍ବିତୀୟ ପର୍ଯ୍ୟାୟ ନିର୍ବାଚନ ନିମନ୍ତେ ପ୍ରଚାର ପାଇଁ ଆଉ ମାତ୍ର ୪ ଦିନ ବାକି ଥିବା ବେଳେ ନେତାମାନେ ଭୋଟରମାନଙ୍କୁ ନିଜ ଆଡକୁ ଅରିଷ୍ଟେ କରିବା … Continue reading ଦ୍ୱିତୀୟ ପର୍ଯ୍ୟାୟ ଲୋକସଭା ନିର୍ବାଚନ ପାଇଁ ପ୍ରଚାର ଜୋରଦାର