www.samajalive.in
Saturday, December 6, 2025
26.1 C
Bhubaneswar

କାନାଡା ପ୍ରଧାନମନ୍ତ୍ରୀଙ୍କ ପତ୍ନୀ ‘କରୋନା’ରେ ଆକ୍ରାନ୍ତ

ଓଟାୱା: କାନାଡା ପ୍ରଧାନମନ୍ତ୍ରୀ ଜଷ୍ଟିସ ଟ୍ରୁଡୋଙ୍କ ପତ୍ନୀ ସୋଫି ଗ୍ରେଗୋଏର ଟ୍ରୁଡୋ କରୋନା ଭୂତାଣୁ ଦ୍ବାରା ଆକ୍ରାନ୍ତ ହୋଇଛନ୍ତି। ଏହା ପରେ ପ୍ରଧାନମନ୍ତ୍ରୀ ଟ୍ରୁଡୋ ନିଜେ ସ୍ବତନ୍ତ୍ର ଭାବେ ଅଲଗା ହୋଇ ରହୁଥିବା ଘୋଷଣା କରିଛନ୍ତି। ଗେଗୋଏର ଲଣ୍ଡନ ଯାଇଥିଲେ। ସେଠାରୁ ବୁଧବାର କାନାଡା ଫେରିଥିଲେ। ତାଙ୍କଠାରେ କରୋନା ଲକ୍ଷଣ ଦେଖାଦେବାରୁ ତାଙ୍କ ରକ୍ତ ନମୁନା ଏବଂ ସ୍ବାବ୍‌ ପରୀକ୍ଷା କରାଯାଇଥିଲା, ଯାହାର ରିପୋର୍ଟ ପଜିଟିଭ୍‌ ଆସିଛି। ଏ ସମ୍ପର୍କରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ବିବୃତି ଜାରି କରାଯାଇ ସ୍ପଷ୍ଟ କରାଯାଇଛି।

Hot this week

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

ଟ୍ରମ୍ପଙ୍କୁ ମିଳିଲା ଫିଫାର ପ୍ରଥମ ଶାନ୍ତି ପୁରସ୍କାର

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ନୂତନ...

ଦୁଇ କୁଖ୍ୟାତ ଅପରାଧି କାବୁ, କାର୍ବାଇନ୍ ଜବତ

ଭୁବନେଶ୍ୱର : ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ଚାଷୀଙ୍କ ଦାବି ନେଇ କଳାହାଣ୍ଡିରୁ ଭୁବନେଶ୍ୱର ସାଇକେଲ ଯାତ୍ରା

ବୋଲଗଡ: ଚାଷୀଙ୍କ ବିଭିନ୍ନ ସମସ୍ୟାର ସମାଧାନ ପାଇଁ ଅଣ୍ଟା ଭିଡ଼ିଛି କଳାହାଣ୍ଡି...

ନିଖୋଜ ମହିଳାଙ୍କ ମୁଣ୍ଡବିହୀନ ଶବ ମିଳିବା ଘଟଣାରେ ବଢିଲା ଉତ୍ତେଜନା

କୋରୁକୋଣ୍ଡା : ମାଲକାନଗିରି ଜିଲ୍ଲା କୋରୁକୋଣ୍ଡା ବ୍ଲକ ରାଖେଲଗୁଡା ଗାଁରେ ନିଖୋଜ...

Related Articles

Popular Categories