www.samajalive.in
Friday, December 12, 2025
27.1 C
Bhubaneswar

ଅଧିକ କୀଟନାଶକ ବ୍ୟବହାର ଯୋଗୁଁଁ ବଢୁଛି କ୍ୟାନସର୍‌‌

ଭୁବନେଶ୍ୱର: ବିଧାନସଭାରେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ଦେଇ କହିଛନ୍ତି ଯେ ବଲାଙ୍ଗୀର ଓ ଅବିଭକ୍ତ ସମ୍ବଲପୁର ଜିଲାରେ କ୍ୟାନସର୍‌‌ ରୋଗୀଙ୍କ ସଂଖ୍ୟା ବଢୁଛି। ଫସଲରେ ଅଧିକ କୀଟନାଶକ ବ୍ୟବହାର କରାଯାଉଛି। ଜମିର ଗୁଣବତ୍ତା ନଷ୍ଟ ହେଉଛି ଏବଂ କ୍ୟାସନର ଭଳି ରୋଗ ବ୍ୟାପୁଛି। ଏଥିପାଇଁ ବଳଭଦ୍ର ଜୈବିକ ମିଶନକୁ ଗୁରୁତ୍ୱ ଦିଆଯାଉଛି। ଜୈବିକ ଚାଷ କ୍ଷେତ୍ରଫଳ ବୃଦ୍ଧି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି ଗୃହରେ ଉପମୁଖ୍ୟମନ୍ତ୍ରୀଙ୍କ ପାଇଁ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖିଛନ୍ତି।

Hot this week

ଝାଡ଼ଖଣ୍ଡରେ ଆତଙ୍କବାଦୀ ସନ୍ଦିଗ୍ଧଙ୍କ ଘରେ ଏନଆଇଏ ରେଡ

ସମାଜ ଲାଇଭ ଡେସ୍କ : ଝାଡ଼ଖଣ୍ଡ ହଜାରିବାଗ ଅଞ୍ଚଳରେ ଆଇଏସଆଇଏସ ଆତଙ୍କି...

ମଣ୍ଡି ଅଚଳାବସ୍ଥା : ତାତିଲେ ଚାଷୀ

ନୂଆପଡ଼ା: ନୂଆପଡା ଜିଲ୍ଲାରେ ଖରିଫ୍‌ ମଣ୍ଡିରେ ଅଚଳାବସ୍ଥା ଲାଗିରହିଛି। ଜିଲ୍ଲାରେ ଗତ...

ଟ୍ରମ୍ପଙ୍କ ସହ ବାଣିଜ୍ୟିକ ଆଲୋଚନା କଲେ ମୋଦୀ

ସମାଜ ଲାଇଭ ଡ଼େସ୍କ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଭାରତ...

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

Related Articles

Popular Categories