www.samajalive.in
Saturday, December 6, 2025
19.1 C
Bhubaneswar

୩ ବର୍ଷ ମଧ୍ୟରେ ସବୁ ଜିଲା ମୁଖ୍ୟ ଚିକିତ୍ସାଳୟରେ କର୍କଟ ଚିକିତ୍ସା କେନ୍ଦ୍ର, ବଢ଼ିବ ମେଡିକାଲ ସିଟ୍‌

ସମାଜ ଡିଜିଟାଲ ଡେସ୍କ: ଦେଶର ସମସ୍ତ ଜିଲା ମୁଖ୍ୟ ଡାକ୍ତରଖାନାରେ କର୍କଟ ରୋଗର ଚିକିତ୍ସା ବ୍ୟବସ୍ଥା କରାଯିବ। ଆଗାମୀ ୩ ବର୍ଷ ମଧ୍ୟରେ ଏହି ଲକ୍ଷ୍ୟ ପୂରଣ ହେବ ବୋଲି କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଘୋଷଣା କରିଛନ୍ତି। ଏହା ସହିତ ସ୍ବାସ୍ଥ୍ୟ କ୍ଷେତ୍ରରେ ସୁଧାର ଆଣିବା ଲାଗି ସରକାର ପଦକ୍ଷେପ ନେଇଛନ୍ତି। ବିଗତ ୧୦ ବର୍ଷରେ ମେଡିକାଲ ସିଟ୍ ୧.୧ ଲକ୍ଷ ବୃଦ୍ଧି ପାଇଛି। ଆସନ୍ତା ବର୍ଷ ଆହୁରି ୧୦ ହଜାର ମେଡିକାଲ ସିଟ ବୃଦ୍ଧି କରାଯିବ। ଆଗାମୀ ୫ ବର୍ଷ ଭିତରେ ୭୫ ହଜାର ସିଟ୍‌ ବୃଦ୍ଧି କରାଯିବ ବୋଲି ଅର୍ଥମନ୍ତ୍ରୀ ବଜେଟରେ ଘୋଷଣା କରିଛନ୍ତି।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories