www.samajalive.in
Saturday, December 6, 2025
15.1 C
Bhubaneswar

ଘନ କୁହୁଡ଼ି ଯୋଗୁଁଁ କାର ଦୁର୍ଘଟଣା: ଅଳ୍ପକେ ବର୍ତ୍ତିଲେ ଡ୍ରାଇଭର, ପୁଲିସର ତଦନ୍ତ

ଜଳେଶ୍ୱର: ଘନ କୁହୁଡ଼ି ଯୋଗୁଁଁ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ସୂଚନା ମିଳିଛି। ଘନ କୁହୁଡ଼ି ଯୋଗୁଁଁ ଭାରସାମ୍ୟ ହରାଇ କାରଟି ରାସ୍ତା ତଳକୁ ଖସଯାଇଥିଲା। ଏହି ଦୁର୍ଘଟଣାରେ କାର ଡ୍ରାଇଭର ଅଳ୍ପକେ ବର୍ତ୍ତି ଯାଇଥିବା ଜଣାପଡ଼ିଛି କମର୍ଦ୍ଦା-ବାଲିଆପାଳ ରାସ୍ତାର ଦୁଡ଼ପଳ ନିକଟରେ ଦୁର୍ଘଟଣା ଘଟିଛି। କାର ଦୁର୍ଘଟଣା ଖବର ପାଇ ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories