www.samajalive.in
Saturday, December 13, 2025
23.1 C
Bhubaneswar

କାର ଧକ୍କାରେ ୫ ଗୁରୁତର

ତାଳଚେର ହାଣ୍ଡିଧୁଆ ଛକ ନିକଟରେ ସିରିଜ ଦୁର୍ଘଟଣା ଘଟିଛି । ଏକ କାର୍ ଧକ୍କାରେ ୫ ଜଣ ଗୁରୁତର ହୋଇଥିବା ଜଣାପଡିଛି । ସେମାନଙ୍କୁ ସ୍ଥାନୀୟ ସରକାରୀ ମେଡିକାଲରେ ଭର୍ତ୍ତି କରାଯାଇଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ଥିବା ସୂଚନା ମିଳିଛି । ଡ୍ରାଇଭରଙ୍କ ବେପରୁଆ ଗାଡି ଚାଳନା ଯୋଗୁଁ ଏହି ଦୁର୍ଘଟଣା ଘଟିଛି । ତେବେ କାରଟି ସ୍ଥାନୀୟ ଅଞ୍ଚଳର ବୋଲଇ ଜଣାପଡିଛି । ଘଟଣସ୍ଥଳରେ ତାଳଚେର କଲୀୟରି ପୁଲିସ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ଗାଡିକୁ ଜବତ କରିବା ସହ ଅଧିକ ତଦନ୍ତ ଆରମ୍ଭ କରିଛନ୍ତି ।

Hot this week

ସୂର୍ଯ୍ୟ ମନ୍ଦିରରୁ ବାଲିକଢ଼ା

ଐତିହ୍ୟ ଓ ପର୍ଯ୍ୟଟନସ୍ଥଳୀ କୋଣାର୍କର ସୂର୍ଯ୍ୟ ମନ୍ଦିର କଳା, ସଂସ୍କୃତି ଓ...

ଚୀନ୍‌ ଉପରେ ଲଗାମ ଲାଗିବ: ଗ୍ରେଟ୍‌ ନିକୋବର ଦ୍ୱୀପରେ ଦ୍ୱିତୀୟ ବିମାନବନ୍ଦର ନିର୍ମାଣ ଆରମ୍ଭ

ନୂଆଦିଲ୍ଲୀ: ଚୀନ୍‌ର ବଢ଼ୁଥିବା ମହତ୍ତ୍ୱାକାଂକ୍ଷାର ଜବାବରେ, ଭାରତ ମଲାକ୍କା ପ୍ରଣାଳୀରେ ଏକ...

ଭୟାବହ ଅଗ୍ନିକାଣ୍ଡ : ଜଳିଗଲା ୬ ଦାମୀ ଗାଡ଼ି ସହ ୪ ଦୋକାନ ଏବଂ ଗୋଟିଏ ଘର

ବାଲିପାଟଣା/ ବାଲିଅନ୍ତା: ଭୁବନେଶ୍ୱର ଉପକଣ୍ଠ ବାଲିଅନ୍ତା ବଜାରରେ ଭୟାଵହ ଅଗ୍ନିକାଣ୍ଡ ଘଟିଛି।...

ଚିନ୍ତାକଳ୍ପ : ସେବକ ନୁହେଁ, ସଖା

ପଞ୍ଜାବର ନାମୀ ସମାଜ ସଂସ୍କାରକ ଭାବରେ ଖ୍ୟାତି ଥିଲା ରାୟ ବାହାଦୁର...

ସମ୍ପାଦକୀୟ : ନାଇଡୁଙ୍କ ପରଖ

ବେଗ ଅପେକ୍ଷା ଗୁଣବତ୍ତା ଅଧିକ ଜରୁରୀ ସାଧାରଣତଃ ସରକାର କିପରି ଚାଲିଛି, ମନ୍ତ୍ରୀମାନେ...

Related Articles

Popular Categories