www.samajalive.in
Saturday, December 6, 2025
26.1 C
Bhubaneswar

କାରକୁ ପିଟିଲା ଟ୍ରକ୍ : ୪ ଜୀବନ୍ତ ଦଗ୍ଧ

ପଞ୍ଜାବ: ପଞ୍ଜାବ ହୋସିଆରପୁରରେ ଟ୍ରକ-କାର୍ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।  ହୋସିଆରପୁରର ମୁକେରିୟା ଅଞ୍ଚଳରୁ ଏକ କାର ଦ୍ରୁତ ଗତିରେ ଆସୁଥିବାବେଳେ ଏକ ଟ୍ରକ୍ ସହ ଧକ୍କା ହୋଇଛି। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ କାରଟି ସମ୍ପୂର୍ଣ୍ଣ ଜଳିଯାଇଛି। କାରରେ ଥିବା ୪ଜଣ ଯାତ୍ରୀ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ପରେ ସ୍ଥାନୀୟ ଲୋକ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପୁଲିସ ଏବଂ ଅଗ୍ନିଶମବାହିନୀ ଘଟଣାସ୍ଥଳକୁ ଆସି ନିଆଁକୁ ଆୟତ୍ତ କରିଥିବା ସୂଚନା ମିଳିଛି।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories