www.samajalive.in
Saturday, December 6, 2025
16.1 C
Bhubaneswar

ବିବାହରୁ ଫେରୁଥିବାବେଳେ କାର୍-ବସ୍ ଧକ୍କା: ୫ ମୃତ

ନୂଆଦିଲ୍ଲୀ: ହରିୟାଣାର ରେୱାଡିରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ବସ୍ ଏବଂ କାର୍ ମୁହାଁମୁହିଁ  ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ୫ଜଣଙ୍କର ମୃତ୍ୟୁ ଘଟିଛି। ସୂଚନା ମୂତାବକ ବୁଧବାର ରେୱାଡି ମହେନ୍ଦ୍ରଗଡ ରାସ୍ତାରେ ଥିବା ସିହା ଗାଁ ନିକଟରେ ଏହି ଦୁର୍ଘଟଣା ଘଟିଛି। କାରରେ କିଛି ବ୍ୟକ୍ତି ବିବାହ ସାରି ଦାଦରି ଚାଙ୍ଗରୋଡ୍ ଗାଁକୁ ଫେରୁଥିଲେ। ଏହି ସମୟରେ ଏକ ବସ୍ ସହ କାରର ମୁହାଁମୁହିଁ ଧକ୍କା ହୋଇଥିଲା। ଦୁର୍ଘଟଣାଟି ଏତେ ଭୟଙ୍କର ଥିଲା ଯେ ଘଟଣାସ୍ଥଳରେ ୫ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ବସ୍ ଯାଉଥିବା କିଛି ଯାତ୍ରୀ ଆହତ ହୋଇଥିଲେ। ସେମାନଙ୍କୁ ତୁରନ୍ତ ନିକଟସ୍ଥ ମେଡିକାଳରେ ଭର୍ତ୍ତି କରାଯାଇଥିଲା। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

ସରକାର ସ୍ଥିର କଲେ ବିମାନ ଭଡ଼ା, ଭିନ୍ନ ଭିନ୍ନ ଦୂରତ୍ବ ପାଇଁ କମ୍ପାନୀ ନେବେ ଏତିକି ଟଙ୍କା

ସମାଜ ନ୍ୟୁଜ ଡେସ୍କ- ଇଣ୍ଡିଗୋ ସଙ୍କଟକୁ ଦୃଷ୍ଟିରେ ରଖି, ଭାରତ ସରକାରଙ୍କ...

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

Related Articles

Popular Categories