www.samajalive.in
Thursday, December 11, 2025
16.1 C
Bhubaneswar

ପୁଣି ଅକ୍ଷରଧାମ ମନ୍ଦିର ନିକଟରେ ଜଳିଲା କାର, ତିନି ଦିନରେ ଦ୍ବିତୀୟ ଘଟଣା

ନୂଆଦିଲ୍ଲୀ : ବୁଧବାର ସକାଳେ ଦିଲ୍ଲୀର ଅକ୍ଷରଧାମ ମନ୍ଦିର ନିକଟରେ ପୁଣି ଏକ ଅଭାବନୀୟ ଘଟଣା ଘଟିଛି । ଦେଖୁ ଦେଖୁ ଏକ କାରଟି ଜଳି ଉଠିଛି । ଏହାକୁ ମିଶାଇ ସ୍ଥାନୀୟ ଅଞ୍ଚଳରେ ଏହି ଘଟଣା ଦ୍ବିତୀୟ ବୋଲି ଜଣାପଡିଛି। ମିଳିଥିବା ସୂଚନା ଅନୁଯାୟୀ ଏହି ଅଘଟଣରେ କାର ଚାଳକଙ୍କ କିଛି କ୍ଷତି ହୋଇ ନଥିବା ବେଳେ ସେ ସୁରକ୍ଷିତ ଅଛନ୍ତି ।

ସୂଚନାଯୋଗ୍ୟ, ଗତ ରବିବାର ଅକ୍ଷରଧାମ ପ୍ଲାଇଓଭର ଉପରେ କାରରେ ନିଆଁ ଲାଗିଯାଇଥିଲା। ଏଥିରେ ଗୋଟିଏ ପରିବାରର ୩ ଜଣଙ୍କ ମୃତ୍ୟୁ ହୋଇଥିଲା।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories