www.samajalive.in
Sunday, December 7, 2025
18.1 C
Bhubaneswar

ବାଇକ୍‌କୁ ଧକ୍କା ଦେଇ କାର୍‌ ଫେରାର, ଜଣେ ଗୁରୁତର

ସମାଜ ଡିଜିଟାଲ ଡେସ୍କ: ୧୬ ନମ୍ବର ଜାତୀୟ ରାଜପଥ ଅନ୍ତର୍ଗତ କଟକ-ଭୁବନେଶ୍ଵର ରାସ୍ତାର ଫୁଲନଖରା ଓଭରବ୍ରିଜ ଉପରେ ମଙ୍ଗଳବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ କାର୍‌ ଗୋଟିଏ ବାଇକ୍‌କୁ ଧକ୍କା ଦେଇ ଘଟଣାସ୍ଥଳରୁ ଫେରାର ମାରିଛି। ଫଳରେ ବାଇକ ଚାଳକ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ ଉଦ୍ଧାର କରାଯାଇ ଆମ୍ବୁଲାନ୍ସ ଯୋଗେ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଛି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories