www.samajalive.in
Saturday, December 6, 2025
19.1 C
Bhubaneswar

ବସକୁ ଧକ୍କା ଦେଲା କାର, ୨ ମୃତ

ଖୋର୍ଦ୍ଧା: ବସକୁ କାର ମୁହାଁମୁହିଁ ଧକ୍କା ଦେବା ଫଳରେ ୨ଜଣଙ୍କ ମୃତ୍ୟୁ ହୋଇଛି। ଖୋର୍ଦ୍ଧା-ବଲାଙ୍ଗିର ପିଚୁକୁଳି ନିକଟରେ ମର୍ମନ୍ତୁଦ ଦୁର୍ଘଟଣାରେ ୨ଜଣଙ୍କ ଜୀବନ ଯାଇଛି। ଦୁର୍ଘଟଣା ପରେ କାରରେ ଚାପି ହୋଇ ପୁରୁଷ ଓ ମହିଳାଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ଭୁବନେଶ୍ୱରରୁ ନୟାଗଡ଼଼ ଯାଉଥିବାବେଳେ ପିଚୁକୁଳି ଠାରେ ଦୁର୍ଘଟଣା ହୋଇଥିବା ଜଣାପଡ଼ିଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

Related Articles

Popular Categories