www.samajalive.in
Sunday, December 14, 2025
23.1 C
Bhubaneswar

ପ୍ରଶାନ୍ତ ମହାସାଗରରେ ବୁଡ଼ିଗଲା ୨୧୦୦ଟି ଯାନବାହନ ବୋଝେଇ ମାଲବାହୀ ଜାହାଜ

ଡେସ୍କ: ପ୍ରଶାନ୍ତ ମହାସାଗରରେ ଜୁନ ମାସ ଆରମ୍ଭରେ ନିଆଁ ଲାଗିଥିବା ଏକ ମାଲବାହୀ ଜାହାଜ ବୁଡ଼ି ଯାଇଛି। ମର୍ଣ୍ଣିଂ ମିଡାସ୍ ନାମକ ଜାହାଜ ନିଆଁ ଲାଗିବା ପରେ ପରିତ୍ୟକ୍ତ ହୋଇଯାଇଥିଲା। ୨ ହଜାର ୧୦୦ଟି ଯାନବାହାନ ନେଇ ଯାଉଥିବା ଏହି ଜାହାଜରେ ୮୦୦ଟି ଇଲେକ୍ଟ୍ରିକ ଯାନ ମଧ୍ୟ ଥିଲା।

ଜାହାଜ କମ୍ପାନୀ କହିଛି ଯେ ମାଲବାହୀ ଜାହାଜଟି ଜୁନ୍ ୨୩ ତାରିଖରେ ବୁଡ଼ି ଯାଇଥିଲା। ଜୋଡିଆକ୍ ମ୍ୟାରିଟାଇମ୍ ଏକ ବିବୃତ୍ତିରେ ଆହୁରି କହିଛି ଯେ ଖରାପ ପାଣିପାଗ ଯୋଗୁ ଅଗ୍ନିକାଣ୍ଡ ଜନିତ କ୍ଷତି ବୃଦ୍ଧି ପାଇଥିଲା ଓ ପରବର୍ତ୍ତୀ ସମୟରେ ଜାହାଜ ଭିତରେ ପାଣି ପଶିଯିବାରୁ ଏହା ବୁଡ଼ି ଯାଇଥିଲା।

- Advertisement -

ଏହି ମାସର ଆରମ୍ଭରେ ମର୍ଣ୍ଣିଂ ମିଡାସ୍ ନାମକ ମାଲବାହୀ ଜାହାଜରେ ନିଆଁ ଲାଗିଯାଇଥିଲା, ପ୍ରଥମେ ଇଲେକ୍ଟ୍ରିକ୍ ଯାନବାହନ ପରିବହନ କରୁଥିବା ଏକ ଡେକରୁ ଧୂଆଁ ବାହାରୁଥିବା ଦେଖାଯାଇଥିଲା।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories