www.samajalive.in
Friday, December 5, 2025
20.1 C
Bhubaneswar

ପାଚନ ତନ୍ତ୍ରକୁ ସୁସ୍ଥ ରଖିବା ସହ, ପେଟ ଜନିତ ବହୁ ରୋଗରୁ ରକ୍ଷା କରିଥାଏ ; ଗାଜର

ଶୀତ ଦିନେ ନିଜ ସ୍ୱାସ୍ଥ୍ୟର ଯତ୍ନ ନେବା ନିତ୍ୟାନ୍ତ ଆବଶ୍ୟକ। ସେଥିପାଇଁ ନିଜ ଖାନ୍ୟପେୟ ପ୍ରତି ବିଶେଷ ଧ୍ୟାନ ରଖିବାକୁ ପଡ଼ିଥାଏ। ସଠିକ ଯତ୍ନ ନେବା ଦ୍ୱାରା ଆମ ଶରୀର ବହୁ ରୋଗରୁ ମଧ୍ୟ ଦୂରେଇ ରହିଥାଏ। ମୁଖ୍ୟତଃ ଶୀତ ଦିନେ ବଜାରରେ ବିଭିନ୍ନ ପ୍ରକାର ପନିପରିବା, ଶାଗ ଆଦି ମିଳିଥାଏ। ଯାହାକୁ ନିଜ ଖାଦ୍ୟରେ ସାମିଲ କରିବା ଦ୍ୱାରା ସ୍ୱାସ୍ଥ୍ୟ ପାଇଁ ବେଶ ହିତକାରକ ହେବା ସହ ଆମର ରୋଗ ପ୍ରତିରୋଧକ ଶକ୍ତି ମଧ୍ୟ ବୃଦ୍ଧି ପାଇଥାଏ। ସମସ୍ତ ପ୍ରକାର ଗାଜର ସ୍ୱାସ୍ଥ୍ୟ ପାଇଁ ଖୁବ ଉପକାରୀ। ଏହା ଦୃଷ୍ଟି ଶକ୍ତି ବୃଦ୍ଧି କରିଥାଏ। ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରିଥାଏ। ଅନେକ ରୋଗରୁ ଦୂରେଇ ରଖିଥାଏ।  ଏଯାଏଁ ଆପଣ ଲାଲ ଗାଜର ବିଷୟରେ ତ ଜାଣିଛନ୍ତି, ବର୍ତ୍ତମାନ କଳା ଗାଜର ଚମତ୍କାରୀ ଗୁଣ ବିଷୟରେ ଜାଣନ୍ତୁ
– ଏହି ଗାଜର ଶରୀରରେ କୋଲେଷ୍ଟେରୋଲକୁ ନିୟନ୍ତ୍ରିତ କରି ରଖିଥାଏ। ନିୟମିତ ରାତିରେ ଏହାକୁ ଏକ ଗ୍ଲାସ ଜୁସ କରି ପିଇବା ସ୍ୱାସ୍ଥ୍ୟ ପାଇଁ ବେଶ ଉପକାରୀ।
– ପାଚନ ତନ୍ତ୍ରକୁ ସୁସ୍ଥ ରଖିବା ସହ, ପେଟ ଜନିତ ବହୁ ରୋଗରୁ ଏହା ରକ୍ଷା କରିଥାଏ।
– କଳା ଗାଜର ଖାଇବା ଦ୍ୱାରା ଦୃଷ୍ଟି ଶକ୍ତି ବୃଦ୍ଧି ପାଇଥାଏ।
– ରକ୍ତ ପରିଷ୍କାର କରିଥାଏ।
– କଳା ଗାଜର ଖାଇବା ଦ୍ୱାରା ହୃଦୟ ସୁସ୍ଥ ରହିଥାଏ।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories