www.samajalive.in
Monday, December 8, 2025
20.1 C
Bhubaneswar

ଗାଜର ସାଲାଡ଼

ଆବଶ୍ୟକ ସାମଗ୍ରୀ
ଗାଜର – ୨ଟି
ଗୋଲମରିଚ ଗୁଣ୍ଡ – ୧ ଚାମଚ
ଲେମ୍ବୁ ରସ – ଅଳ୍ପ
କଳା ଲୁଣ – ଅଳ୍ପ
ଅଳସୀ ମଞ୍ଜି – ଅଳ୍ପ
ପ୍ରସ୍ତୁତି ପ୍ରଣାଳୀ – ପ୍ରଥମେ ଗାଜରକୁ ଧୋଇ କୋରି ଦିଅନ୍ତୁ। ଏହାପରେ ଏଥିରେ ଗୋଲମରିଚ ଗୁଣ୍ଡ, କଳା ଲୁଣ, ଲେମ୍ବୁ ରସ, ଅଳସୀ ମଞ୍ଜି ପକାଇ ଗୋଳାଇ ଦିଅନ୍ତୁ। ପ୍ରସ୍ତୁତ ହୋଇଗଲା ଗାଜର ସାଲାଡ଼। ଶୀତଦିନେ ଏହାକୁ ଖାଇବା ଦ୍ୱାରା ଶରୀରରେ ଭିଟାମିନ ଏର ଅଭାବ ଦୂର ହୋଇଥାଏ।

Hot this week

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

ଟ୍ରେଲର ଧକ୍କାରେ ୩ ଗୁରୁତର

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ଚିଲିଗୁଡା ବସଷ୍ଟାଣ୍ଡ ବୁଲାଣିରେ ସୋମବାର ଏକ...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

Related Articles

Popular Categories