www.samajalive.in
Saturday, December 6, 2025
19.1 C
Bhubaneswar

କଣ୍ଟାମାଳ ବିଡିଓ କଲେ କେଟ୍‍ୱାକ୍‍

ବୌଦ୍ଧ : ବୌଦ୍ଧର ଐତିହାସିକ ସଂଗ୍ରହାଳୟ ପରିସରରେ ଚାଲିଥିବା କ୍ଷୁଦ୍ର ମହୋତ୍ସବ ଅବସରରେ ପ୍ରତିଦିନ ସନ୍ଧ୍ୟାରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ଆକର୍ଷିତ କରିବାରେ ଲାଗିଛି। ସାଂସ୍କୃତିକ କାର୍ଯ୍ୟକ୍ରମ ଅବସରରେ ଜିଲ୍ଳାପାଳଙ୍କ ସମେତ ସମସ୍ତ ପଦାଧିକାରୀ ଉପସ୍ଥିତ ରହି କଳାକାରମାନଙ୍କୁ ଉତ୍ସାହିତ କରୁଛନ୍ତି। ଏହି ଅବସରରେ ଛୋଟ ଛୋଟ ପିଲାମାନଙ୍କ ଦ୍ୱାରା ମଡେଲିଂ ଶୋ ଚାଲିଥିବା ବେଳେ କଣ୍ଟାମାଳ ବିଡିଓ ବନ୍ଦନା ଖଟୁଆ ଛୋଟ କଳାକାରଙ୍କୁ ଉତ୍ସାହିତ କରିିବା ପାଇଁ ନିଜେ ର‍୍ୟାମ୍ପରେ କେଟୱାକ୍‍ କରିଥିଲେ। ଜିଲ୍ଲାର ଉପସ୍ଥିତ ସମସ୍ତ ପଦାଧିକାରୀଙ୍କ ସମେତ ଦର୍ଶକମାନେ ବିଡିଓଙ୍କ କେଟ୍‍ୱାକକୁ ପ୍ରଶଂସା କରିବା ସହିତ କରତାଳି ଦେଇ ଉତ୍ସାହିତ କରିଥିଲେ।

Hot this week

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

Related Articles

Popular Categories