www.samajalive.in
Tuesday, December 9, 2025
15.1 C
Bhubaneswar

ବଡ଼ ଖବର

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ ହୋଇଛି ।  ଚଳିତ ଆର୍ଥିକ ବର୍ଷ ପାଇଁ ମୋଟ ୧୭ ହଜାର ୪୪୦  କୋଟି ଟଙ୍କାର ଅତିରିକ୍ତ ବ୍ୟୟ ବରାଦ...

ଗରିବ ପାନ ଦୋକାନୀଙ୍କ ଠାରୁ ୫ହଜାର ଟଙ୍କା ଲାଞ୍ଚ ନେବା ବେଳେ ଯାଜପୁର ଟାଉନ ଥାନାର ଏଏସ୍‌ଆଇ ଗିରଫ

ଭୁବନେଶ୍ୱର - ଯାଜପୁର ଟାଉନ ଥାନାର ଏଏସ୍‌ଆଇ ନନ୍ଦ କିଶୋର ଦାସ ଜମି ବିବାଦ ମାମଲାରେ ସାହାଯ୍ୟ କରିବା ପାଇଁ ଏକ ପାନଦୋକାନୀଙ୍କଠାରୁ ୫ ହଜାର ଟଙ୍କା ଟଙ୍କା ଲାଞ୍ଚ ନେଉଥିବା ବେଳେ...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ ପାଣିପାଗ ବିଭାଗ ପକ୍ଷରୁ ୭.୬ ତୀବ୍ରତାର ଭୂମିକମ୍ପ ହୋଇଥିବା କଥା ସୂଚନା ଦିଆଯାଇଛି...

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ ନଭଜୋତ କୌର ସିଦ୍ଧୁ ସୋମବାର କଂଗ୍ରେସରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତିରେ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ । ଏଭଳି ଘଟଣା ଘଟିଛି ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ଅଞ୍ଚଳରେ।...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ କେନ୍ଦ୍ରୀୟ କମିଟି ସଦସ୍ୟ (ସିସିଏମ୍) ରାମଧେର ମାଜ୍ଜି ତାଙ୍କ ୧୧ ଜଣ ସହଯୋଗୀଙ୍କ...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଏଥିରେ ପ୍ରାୟ ୫୦ରୁ ଅଧିକ ଫଳ ଦୋକାନ ଜଳିଯାଇଛି। ଦୋକାନ...

ନିଆଁରେ ପୋଡି ହୋଇ ଛାତ୍ରୀ ମୃତ୍ୟୁ ଘଟଣା : ୪ ଲକ୍ଷ ଅନୁକମ୍ପା ରାଶି ଘୋଷଣା

ଭୁବନେଶ୍ଵର :ନିଆଁରେ ପୋଡି ହୋଇଥିବା ରାଜଗାଙ୍ଗପୁର ଲାଞ୍ଜିବେରାନାର ଗୁରୁତର ଛାତ୍ରୀଙ୍କ ମୃତ୍ୟୁ ଘଟଣାରେ ମୃତ ଛାତ୍ରୀଙ୍କ ପରିବାରକୁ ୪ ଲକ୍ଷର ଅନୁକମ୍ପା ରାଶି ଘୋଷଣା କରିଛନ୍ତି...