www.samajalive.in
Friday, December 5, 2025
17.1 C
Bhubaneswar

ଦେଶ-ବିଦେଶ

ସମ୍ପାଦକୀୟ : ସଞ୍ଚାର ସାଥୀ ଆପ୍‌

ଲୋକଙ୍କ ଡିଜିଟାଲ ଅଧିକାର ଅକ୍ଷୁଣ୍ଣ ରହୁ ସାରା ବିଶ୍ୱ ଯେତେବେଳେ ଡିଜିଟାଲ୍ ଗଣତନ୍ତ୍ର ବିଷୟରେ ଚିନ୍ତା କରୁଛି, ସେତିକିବେଳେ ଭାରତରେ ‘ସଞ୍ଚାର ସାଥୀ’ ଆପ୍‌କୁ ନେଇ ଆସିଥିବା ଗୁପ୍ତ ନି​‌େ​‌ର୍ଦଶ ଏବଂ ତାହାର ପ୍ରତ୍ୟାହାର...

ସମ୍ପାଦକୀୟ : ଭାରତରେ ପୁଟିନ୍‌

ସମୟର ଦୋ’ଛକିରେ ସମ୍ପର୍କ ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତ ଏପରି ଏକ ସମୟରେ ହେଉଛି, ଯେତେବେଳେ ବିଶ୍ୱ ରାଜନୀତି ଗୁରୁତର ଅସ୍ଥିରତା ଦେଇ ଗତି କରୁଛି। ୟୁକ୍ରେନ ଉପରେ ରୁଷ୍‌ର ପୂର୍ଣ୍ଣ...

ରୁଷ ରାଷ୍ଟ୍ରପତି ପୁଟିନଙ୍କ ଆଜି ଦିନର କାର୍ଯ୍ୟସୂଚୀ

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଆସିଥିବା ବେଳେ ଆଜି ତାଙ୍କ ଗସ୍ତର ଦ୍ୱିତୀୟ ଦିନ । ଆଜି ତାଙ୍କୁ ଆନୁଷ୍ଠାନିକ ଭାବେ...

ଗୋଟିଏ କାର୍‌ରେ ମୋଦୀ ଓ ପୁଟିନ

ନୂଆଦିଲ୍ଲୀ : ପାଲାମ ବିମାନ ବନ୍ଦରରେ ରୁଷ୍‌ ରାଷ୍ଟ୍ରପତି ପୁଟିନଙ୍କୁ ସ୍ବାଗତ ଜଣାଇବା ପରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ପୁଟିନ ଏକାଠି ଗୋଟିଏ...

ରୁଷ୍‌ର ଆଣବିକ ଯୁଦ୍ଧ ଜାହାଜକୁ ଲିଜ୍‌ରେ ଆଣିବ ଭାରତ

ନୂଆଦିଲ୍ଲୀ : ରୁଷ୍‌ର ଆଣବିକ ଶକ୍ତି ସମ୍ପନ୍ନ ଯୁଦ୍ଧଜାହାଜକୁ ଭାରତ ୧୦ବର୍ଷ ପାଇଁ ଲିଜ୍‌ରେ ଆଣିବ। ଏଥିପାଇଁ ଭାରତ ୨୦୦ କୋଟି ଡଲାର ପ୍ରଦାନ କରିବ।...

ବିଦେଶୀ ପ୍ରତିନିଧିଙ୍କ ଠାରୁ ବିରୋଧୀ ଦଳଙ୍କୁ ଦୂରେଇ ରଖାଯାଉଛି: ରାହୁଲ

ନୂଆଦିଲ୍ଲୀ : ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଭାରତ ଗସ୍ତରେ ଆସିଥିବାବେଳେ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏହାକୁ ନେଇ ସରକାରଙ୍କ ବିରୋଧରେ ବଡ...

ପୁଟିନଙ୍କୁ ଭଗବଦ୍‌ ଗୀତା ଉପହାର ଦେଲେ ମୋଦୀ

ନୂଆଦିଲ୍ଲୀ: ଦୁଇ ଦିନିଆ ଭାରତ ଗସ୍ତରେ ଆସିଥିବା ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କୁ ଭବ୍ୟ ସ୍ୱାଗତ କରିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ଇଣ୍ଟରନ୍ୟାସନାଲ ପ୍ରୋଟକଲ୍‌...

ଆଜି ଭାରତ-ରୁଷ୍ ଶିଖର ସମ୍ମିଳନୀ

ନୂଆଦିଲ୍ଲୀ: ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଗୁରୁବାର ଠାରୁ ଦୁଇ ଦିନିଆ ଭାରତ ଗସ୍ତ କରିଛନ୍ତି। ସନ୍ଧ୍ୟାରେ ପୁଟିନ ସ୍ବତନ୍ତ୍ର ବିମାନ ଯୋଗେ ଆସି ନୂଆଦିଲ୍ଲୀର...